-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ପାଲିଆ ଠାରେ କିଶୋରୀ ମେଳା ୨୦୨୩-୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

13-Feb-2024



ନବରଙ୍ଗପୁର( ମିହିର ଶଙ୍କର ପାତ୍ର,) ରାଜ୍ୟ ସରକାରଙ୍କ  ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରତ୍ୟେକ  ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ତଥା କିଶୋରୀ ମେଳା ୨୦୨୩-୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଲେ ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ପାଲିଆ ପଞ୍ଚାୟତ ଠାରେ ପାଲିଆ ସେକ୍ଟଟର ସୁପର ଭାଇଜର ଶ୍ରୀମତୀ ମିଥୁଲା ଦଣ୍ଡସେନାଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଝରୀଗାଁ ସି ଡି ପି ଓ ଶ୍ରୀମତୀ ବିରଜା ମୋହିନୀ ପାଙ୍ଗି ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଲେ ପାଲିଆ ସରପଞ୍ଚ ଶ୍ରୀମତୀ ରାଧା ସାନ୍ତା, ପୂର୍ବତନ ସରପଞ୍ଚ ପବିତ୍ର ସାନ୍ତା, ସମାଜସେବୀ ରମେଶ ହରିଜନ, ହରେକୃଷ୍ଣ ଦଣ୍ଡସେନା, ପ୍ରଫୁଲ୍ଲ ନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ରହିଥିଲେ |ରାମସା-୧ ଅଙ୍ଗନବାଡି କର୍ମୀ ଶ୍ରୀମତୀ କୁନ୍ତଳା ହରିଜନ ମଞ୍ଚ ପରିଚାଳନା କରିଥିବା ବେଲେ ଅନ୍ୟ ସମସ୍ତ ଅଙ୍ଗନବାଡି କର୍ମୀମାନେ କାର୍ଯ୍ୟକ୍ରମକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ |ଶ୍ରୀମତୀ ପାଙ୍ଗି ଉପସ୍ଥିତ କିଶୋରୀ ବାଳିକା ମାନଙ୍କୁ କିଶୋରୀ ବାଳିକା ମାନଙ୍କ ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ପ୍ରାଞ୍ଜଳ ଭାବେ ବୁଝେଇବା ସହିତ ସରକାରଙ୍କ ସମସ୍ତ ଯୋଜନାର ପୁରା ଲାଭ ନେବାପାଇଁ କହିଥିଲେ |ସୁପରଭାଇଜର ଶ୍ରୀମତୀ ଦଣ୍ଡସେନା ତଥା ଉପସ୍ଥିତ ସମସ୍ତ ଅତିଥିମାନେ ଝିଅ ମାନଙ୍କୁ ମୋବାଇଲ ଠାରୁ ଦୁରେଇ ରହିବା, ପିତାମାତା ଓ ଅବିଭାବକ ମାନଙ୍କ କଥା ମାନି ଚଲିବା, ଗୁରୁଜନ ତଥା ବୟଜୈଷ୍ଠ ମାନଙ୍କ ସମ୍ମାନ କରିବା,ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ନଯିବା,ବାଲ୍ୟ ବିବାହ କୁ ମନା କରିବା,ମନ ଲଗେଇ ପାଠପଢିବା ଓ ଏକ ଭଲ ମଣିଷ ହୋଇ ନିଜ ପିତାମାତା ଓ ଗ୍ରାମ, ପଞ୍ଚାୟତ, ବ୍ଲକ ତଥା ଜିଲ୍ଲାର ନା ରଖିବାକୁ ଉପଦେଶ ଦେଇଥିଲେ |କିଶୋରୀ ବାଳିକା ମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା, ମ୍ୟୁଜିକ ଚେୟାର, ପୁଚି ଖେଳ ଆଦି ପ୍ରତିଯୋଗିତା ସବୁର ଆୟୋଜନ କରାଯାଇଥିଲା |ପ୍ରତିଯୋଗିତା ସବୁରେ ଭାଗନେଇ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ବାଳିକା ମାନଙ୍କୁ ଅତିଥି ମାନଙ୍କ ହସ୍ତରେ ପୁରସ୍କୃତ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like