-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଅଲ ଇଣ୍ଡିଆ ଫୂଟବଲ ଟୁର୍ନାମେଣ୍ଟ ପଞ୍ଚମ ଦିବସ, ପୁରୁଷରୁ ସମ୍ବଲପୁର ଓ ମହିଳାରୁ ଦେବଗଡ଼ ଦଳ ଫାଇନାଲରେ 

13-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ)କଣ୍ଟାମାଳ ଅlଥଲେଟିକ ଆସୋସିଏସନ ଦ୍ୱାରା ସ୍ଥାନୀୟ କଲେଜ ଖେଳ ପଡିଆରେ ଆୟୋଜିତ ପ୍ରଥମ ସର୍ବଭାରତୀୟ ଫୂଟବଲ ଟୁର୍ନାମେଣ୍ଟ ର ମଙ୍ଗଳବାର ପଞ୍ଚମ ଦିବସରେ ଉଭୟ ପୁରୁଷ ଓ ମହିଳା ଦଳ ମଧ୍ୟରେ ଏକ ସଂଘର୍ଷ ପୂର୍ଣ୍ଣ ଖେଳ ଅନୁଷ୍ଠିତ ହୋଇଛି l ଆଜି ଅପରାହ୍ନରେ  ଅନୁଷ୍ଠିତ ପ୍ରଥମ ଖେଳ ସମ୍ବଲପୁର ଓ ବଲାଙ୍ଗୀର (ପୁରୁଷ )ଦଳ ମଧ୍ୟରେ ଖୁବ ସଂଘର୍ଷପୂର୍ଣ୍ଣ ହୋଇଥିଲା l ଖେଳ ଶେଷ ସୁଦ୍ଧା କେହି କାହାରିକୁ ଗୋଲ ଦେଇପାରି ନଥିଲେ  l  ପରେ ଟ୍ରାଇବେକର ଜରିଆରେ ସମ୍ବଲପୁର ଦଳ ବଲାଙ୍ଗୀର କୁ 5-4 ଗୋଲରେ ହରାଇ ଫାଇନାଲକୁ ପ୍ରବେଶ କରିଛି l ସେହିପରି ମହିଳା ମ୍ୟାଚ ରେ ମନୋରମା କ୍ଲବ ଦେବଗଡ଼ ଓ ବୀରମହାରାଜପୁର ଦଳ ମଧ୍ୟରେ ହୋଇଥିଲା  l  ଏଥିରେ ଦେବଗଡ଼ ଦଳ 1-0ଗୋଲରେ ବୀରମହାରାଜପୁର କୁ ହରାଇ ଫାଇନାଲ କୁ ଯାଇଛି  l ଖେଳରେ ଅତିଥିଭାବେ ବିଜେଡି ରାଜ୍ୟ ଉପସଭାପତି ସୁଧିର ମହାକୁଡ଼, ଆଇନଜୀବୀ ରାଧାବଲ୍ଲଭ ପ୍ରଧାନ, ଅବସରପ୍ରାପ୍ତ ଖେଳ ନିରୀକ୍ଷକ ବୀରେନ୍ଦ୍ର କୁମାର ସାହୁ ଆଦି ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ମନୋଜ ଶର୍ମା ଓ ସୁଦାମ ମିଶ୍ର ଖେଳର ଧାରା ବିବରଣୀ ଓ ଅଭିଳାଷ ପ୍ରସାଦ ସାହୁ, ପ୍ରକାଶ ପ୍ରଧାନ, , ସଦାଶିବ ମହାନନ୍ଦ ଓ ସୁଜିତ ଖଟୁଆ ମ୍ୟାଚ ରେଫରୀ ଭାବେ ଓ ଅବସରପ୍ରାପ୍ତ ଖେଳ ପ୍ରଶିକ୍ଷକ ବୀରେନ୍ଦ୍ର ସାହୁ ମ୍ୟାଚ କମିଶନର ଭାବେ ସହଯୋଗ କରିଥିଲେ l ବୁଧବାର ମନୋରମା କ୍ଲବ ଦେବଗଡ଼ ଓ ଟିଟିଲାଗଡ଼ ମହିଳା ଦଳ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like