-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସ ଶିବିର ଉଦଯାପିତ ll ସେବା ଦ୍ୱାରା ଅନ୍ୟକୁ ଆପଣେଇ ହୋଇପାରିବ : ମେଜର ଡ଼. କଳ୍ପନା ଦାସ

03-Feb-2024



ଭୂବନେଶ୍ୱର ( ପ୍ରେରଣା ଖବର )- ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର  ପଞ୍ଚଦିବସୀୟ ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଭୂବନେଶ୍ୱର ସ୍ଥିତ ନୀଳାଚଳ ପଲିଟେକନିକ ମହାବିଦ୍ୟାଳୟ ପରିସରରେ ସଫଳତାର ସହିତ ଉଦଯାପିତ ହୋଇଯାଇଛି । ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର ଅବୈତନୀକ ସଚିବ ବିଭୂତି ଭୂଷଣ ପଟ୍ଟନାୟକଙ୍କର ତତ୍ୱାବଧାନ ଓ  ରାଜ୍ୟ ଜୁନିୟର ରେଡକ୍ରସ ଅଧିକାରୀ ଲକ୍ଷ୍ମଣ ସ୍ୱାଇଁଙ୍କ ସଂଯୋଜନାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ୨୬ ଗୋଟି ଜିଲ୍ଲାରୁ ସ୍ୱେଚ୍ଛାସେବୀ , ଜୁନିୟର ରେଡଲ୍ରସ କାଉନସିଲର, ଅଫିସିଆଲ , ମ୍ୟାନେଜେମ୍ୟାଂଟ ସଦସ୍ୟ  ପାଖାପାଖି ୪୫୦ ଜଣ ଯୋଗଦାନ କରିଥିଲେ । ଉଦଯାପନୀ ଦିବସରେ ସଚିବ ବିଭୂତି ପଟ୍ଟାନାୟକଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଭରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର  ପୂର୍ବତନ ସଚିବ, ଶିଶୁ ଓ ମହିଳା ବିକାଶ ସୋସାଇଟିତ ଚେୟାରପାର୍ସନ ତଥା ରୋଟାରୀ କ୍ଲବ- ୩୨୬୨ର ସଭାପତି ମେଜର ଡ଼. କଳ୍ପନା ଦାସ ଯୋଗଦେଇଥିଲେ ।  ସ୍ୱପ୍ନ ଦେଖ ଓ ସେହି ସ୍ପପ୍ନକୁ ସଫଳ କରିବାକୁ ନିରନ୍ତର ପ୍ରଚେଷ୍ଠା କରିବାକୁ ସ୍ୱେଚ୍ଛାସେବୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ । ସେବା ଦ୍ୱାରା ଅନ୍ୟକୁ ଆପଣେଇ ହୋଇପାରିବ ବୋଲି ମତ ପ୍ରକାଶ କରିଥିଲେ । 

ଅନ୍ୟ ସମ୍ମାନୀତ ଅତିଥି ଭାବରେ ଓଲିଉଡ ଅଭିନେତା ତଥା ରେଡକ୍ରସ ଆଜୀବନ ସଦସ୍ୟ ସବ୍ୟସାଚୀ ମିଶ୍ର, ରୋଟାରୀ ଡିଷ୍ଟ୍ରିକ ଗଭର୍ଣ୍ଣର ଜୟଶ୍ରୀ ମହାନ୍ତି, ସୃଷ୍ଟି ଏକାଡେମୀର ଇଂ. ସରୋଜ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ବ୍ୟକ୍ତିଗତ ତଥା ଦଳଗତ ଭାବରେ ସ୍ୱେଚ୍ଛାସେବୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା । କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ବୃନ୍ଦ ସାର୍ଟିଫିକେଟ ଏବଂ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା । ଶିବିରରେ କାଉନସିଲର ମାନଙ୍କୁ ନେଇ ଏକ ସ୍ୱେଚ୍ଛାକୃତ ରକ୍ତ ଦାନ ଶିବିରରେ ୨୫ ଜଣ ରକ୍ତ ଦାନ କରିଥିଲେ । ସ୍ୱେଚ୍ଛାସେବୀ ମାନଙ୍କୁ ନେଇ ଆନନ୍ଦ ଦାୟକ ଶିକ୍ଷ ପାଇଁ ନନ୍ଦନକାନନ ଷ୍ଟଡି ଟୁର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ସ୍ୱେଚ୍ଚାସେବୀ ମାନଙ୍କୁ ସଡକ ସୁରକ୍ଷା, ଜୀବନ କୌଶଳ, ପ୍ରାଥମିକ ଚିକିତ୍ସା,  ସଚେତନତା, ଜଳବାୟୁ ପରିବର୍ତନ, ରେଡକ୍ର ର ଇତିହାସ ଓ ସପ୍ତନୀତି,  ବ୍ୟକ୍ତିଗତ ସ୍ୱାସ୍ଥ୍ୟ ତଥା ଅନ୍ୟାନ୍ୟ ସେବା ମୂଳକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ  ଯଞଶ୍ୱର ପଣ୍ଡା, ରବିଚନ୍ଦ୍ର ପଶାୟତ, ସ୍ନିଗଧାରାଣୀ ସ୍ୱାଇଁ , ନାରାୟଣ ପାଇକରାୟ, ବେଣୁଧିର ସାହୁ, ସଂଜୀବ କୁମାର ଦାଶ, ତୋଫାନ କୁମାର ରାଉତ ରାୟ, ରାମନାରାୟଣ ଦାଶ, ଶୁଭେନ୍ଦୁ ନାୟକ ପ୍ରମୁଖ ଶିକ୍ଷଣ ପ୍ରକିୟାକୁ ପରିଚାଳନାରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ବରିଷ୍ଠ ସାଧନକର୍ମି ମୂରଲୀଧର ପରିଡା ପରିଚାଳନା କରିଥିବା ବେଳେ ମୟୁରଭଂଜ ଜେଆରସିଓ  ସ୍ମୃତି ପାଣି ଧନ୍ୟବାଦ ଅର୍ପଣ କରିଥିଲେ । 

କାର୍ଯ୍ୟକ୍ରମରେ ଓଡିଶା ରେଡକ୍ରସ ରାଜ୍ୟ ଶାଖାର  କର୍ମଚାରୀ ରମାରାଣୀ ସେନାପତି, ଲୀଲାପୂଣ୍ୟ ତିର୍ଥ ସ୍ୱାଇଁ, ସୁରେନ୍ଦ୍ର ନାଥ ସାମଲ, ବିନୟ ନାୟକ, କୁବେର ଚନ୍ଦ୍ର ପାତ୍ର, ଗୁଲସନ କୁମାର ଦାସ, ପତିତପାବନ ତଥା ଅନ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ  ଜୁନିୟର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ଶିବିରରେ ସର୍ବଦା ଉପସ୍ଥିତ ରହି ତ୍ୱରାନ୍ୱିତ କରିବା ସହିତ ସ୍ୱେଚ୍ଛାସେବୀ ଓ କାଉୁନସଲର ମାନଙ୍କୁ ଉତ୍ସାହିତ କରଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like