-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଦେଉଳପଦର-ପୁଆ ମଝିରେ ସୁକତେଲ ନଦୀରେ ନିର୍ମାଣହେବ ଭୂତଳ ଜଳସଂରକ୍ଷଣ କେନ୍ଦ୍ର- ମନ୍ତ୍ରୀ ନିରଂଜନ

14-Feb-2024



ବଲାଙ୍ଗୀର(ପ୍ରେରଣା ଖବର)- ସାଗରତଳଗୋଠ ଛକଠାରେ ଗତ ୭ଦିନ ହେଲା ଚାଲିଥିବା ମେଣ୍ଡା ବାରପାହାଡ ମହୋତ୍ସବ ଉଦଯାପିତ ହୋଇଯାଇଛି । ଏଥିରେ ୫ମ ସଂଧ୍ୟାରେ ମୁଖ୍ୟଅତିଥି ଭାବରେ ସୋନପୁର ବିଧାୟକ ତଥା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ନିରଂଜନ ପୂଜାହାରୀ ଯୋଗଦେଇଥିଲେ । ସେ ମହୋତ୍ସବରେ ଉଦବୋଧନ ଦେଇ କହିଛନ୍ତି ଯେ, ବଲାଙ୍ଗୀର ଲୋୟରସୁକତେଲ ପ୍ରକଲ୍ପରୁ ନିକଟସ୍ଥ ପୁଆ, ଜରାଜାରିଂ ଓ ଶିବତଳା ଞ୍ଚାୟତର ୧୭ଟି ଗ୍ରାମକୁ ଜଳସେଚିତ କରାଯିବ । କିନ୍ତୁ ଉପରପଟେ ଥିବା ରାଣିସର୍ଡା,ମେଣ୍ଡା,ଦେଓଳପଦର ଓ ପାଇକବାହାଲ ପଞ୍ଚାୟତର ଚାଷୀ ମାନଙ୍କ ପାଇଁ ପୁଆ-ଦେଉଳପଦର ମଝିରେ ସୁକତେଲ ନଦୀରେ ଏକ ଭୂତଳ ଜଳସଂରକ୍ଷଣ କେନ୍ଦ୍ର(ଆଇଏସଏସ) ନିର୍ମାଣ କରାଯିବାକୁ ପ୍ରସ୍ତାବ କରାଯାଉଛି । ସେଠାରୁ ମେଗା ଉଠାଜଳସେଚନ ଜରିଆରେ ଚାଷୀଙ୍କ ଜମିକୁ ଜଳସେଚିତ କରାଯାଇ ପାରିବ । ଏହି ପ୍ରକଲ୍ପର ଫିଜିବିଲିଟି ରିପୋର୍ଟ ଦେବାକୁ ପଦ୍ମପୁର ଇନଭେଷ୍ଟିଗେସନ ଡିଭିଜନକୁ ଦାୟୀତ୍ୱ ଦିଆଯାଇଛି । ଚଳିତବର୍ଷ ସୋନପୁର ମହାନଦୀରେ ଦୁଇଟି ବଡବଡ ଜଳ ପ୍ରକଲ୍ପ ହାତକୁ ନିଆଯାଇଛି । ସେହିପରି ଅନେକଗୁଡିଏ ବିକାଶମୂଳକ କାମ ମଧ୍ୟ କରାଯାଇଛି ବୋଲି ମନ୍ତ୍ରୀ ନିରଂଜନ ପୂଜାହାରୀ କହିଥିଲେ ।

ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ ଏହି ମହୋତ୍ସବରେ ମୁଖ୍ୟଅତିଥି ଶ୍ରୀ ପୂଜାହାରୀଙ୍କ ସହିତ ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କୁମାର କମ୍ପ ଯୋଗ ଦେଇଥିଲେ । ଶ୍ରୀ କମ୍ପ ତାଙ୍କ ବକ୍ତବ୍ୟରେ ଅଞ୍ଚଳରେ କରାଯାଇଥିବା ବିକାଶମୂଳକ କାମ ବିଷୟରେ କହିବା ସହିତ ଲୋକଙ୍କ ଦାବୀମୁତାବକ ମନ୍ତ୍ରୀ ଦେବୀ ବାରପାହାଡଙ୍କ ପୀଠକୁ ଇକୋ ଟୁରିଜମରେ ସାମିଲ କରାଇ ୨୯ଲକ୍ଷ ଟଙ୍କା ମଞ୍ଜୁର କରାଇଛନ୍ତି ବୋଲି କହିଥିଲେ । ଏହି ଅବସରରେ ବଲାଙ୍ଗୀର ଫଟକରାର ମଞ୍ଚକଳାକାର ଅନୀଳ ନାୟକ ଓ ଟିମଙ୍କ ଦ୍ୱାରା କଂସଦରବାର କରାଯାଇ ଦର୍ଶକଙ୍କ ମନୋରଂଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଆୟୋଜକ କମିଟିର ରାଜେନ୍ଦ୍ର ପଣ୍ଡା, ବିଭୁତିଭୂଷଣ ଝାଙ୍କର, ନାଥ ସା, ରାଜେନ୍ଦ୍ର ଝାଙ୍କର, ଦେବେନ୍ଦ୍ର ପର୍ଦ୍ଧିଆ, ନକୁଳ କର୍ଣ୍ଣ,  ଭାଗିରଥି ସାହୁ, ଚକ୍ରଧର ସା,  ପୁଆ ସମିତିସଭ୍ୟ ହେମନ୍ତ ମାଝୀ, ରାଣିସର୍ଡା ସରପଞ୍ଚ  ପ୍ରମୁଖଙ୍କ ସମେତ ହଜାର ସଂଖ୍ୟାରେ ଲୋକ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like