-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଦେପୁର ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର

14-Feb-2024



(କେଶବ ମେହେର)
କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଦେପୁର ଗ୍ରାମ ପଞ୍ଚାୟତ ଠାରେ ଆମ ଓଡ଼ିଶା ନବୀନ ଓଡିଶା,,ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଉରମିଲା ଜାନୀ ଓ ବ୍ଲକ GPO ତଥା ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ  ଶ୍ରୀଯୁକ୍ତ ଗୈରାଙ୍ଗ ମାଝୀଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ମୁଖ୍ୟ ଅତିଥି ଭାବରେ  ବିଜୁ ଜନତା ଦଳ ଜିଲ୍ଲା ସମ୍ପାଦକ ଶ୍ରୀଯୁକ୍ତ ସେନାପତି ନାଏକ ,ନିମନ୍ତ୍ରିତ ଅତିଥି ଭାବେ ମିଶନ ଶକ୍ତି ବିଭାଗ BPM ଶ୍ରୀମତୀ ପଙ୍କଜିନି ତରାସିଆ,,ସ୍ଥାନୀୟ ସମିତି ସଭ୍ୟା ଶ୍ରୀମତୀ ତିଳତ୍ତମା ଜାଲ ,  ମେଦିନୀ ପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଗୌରୀ ଶଙ୍କର ମିଶ୍ର, ଉଦେପୂର୍ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ପ୍ରମୋଦ ଯୋଶୀ, ସମାଜ ସେବୀ ଶ୍ରୀ ମକରନ୍ଦ ଗୈlଡ , GRS ଶ୍ରୀ ବସନ୍ତ କୁମାର ଶା,,ଓ ଉକ୍ତ ଗ୍ରାମ ପଞ୍ଚାୟତ ର ୱାର୍ଡ ସଭ୍ୟ ,ସଭ୍ୟା, GOLF ମା ମାନେ ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲାlସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like