-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ରାଜ୍ୟ

ପାରାଦୀପ ବନ୍ଦର କୁ ବିଜୁବାବୁଙ୍କ ନାଁ ରେ ନାମିତ ପ୍ରସ୍ତାବ କୁ କେନ୍ଦ୍ରର ନାମଞ୍ଜୁର

20-Dec-2020



ଭୁବନେଶ୍ବର,(ଶୁଭାଶିଶଷ ନାୟକ) : ଓଡିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ପାରାଦୀପ ବନ୍ଦରକୁ ନାମିତ କରିବା ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାରଜ କରି ଦିଆଯାଇଛି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିବା ପାଇଁ ଓଡ଼ିଶାର ରାଜ୍ୟସଭା ସାଂସଦମାନେ ଦାବି କରିଥିଲେ। ଏହି ଦାବିକୁ କେନ୍ଦ୍ର ପକ୍ଷରୁ ପ୍ରତ୍ୟାଖ୍ୟାନ କରି ଦିଆଯାଇଛି। 

କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ, ଜଳପଥ (ସ୍ବାଧୀନ) ଏବଂ ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖ ମଣ୍ଡଭିୟା ଏହି ମର୍ମରେ ସାଂସଦ ପ୍ରସନ୍ନ ଆଚାର୍ୟ୍ୟଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ଯେ ଗତ ସେପ୍ଟେମ୍ବର ୨୧ ତାରିଖରେ ରାଜ୍ୟସଭାର ୨୫୨ତମ ଅଧିବେଶନର ଶୂନ୍ୟ କାଳରେ ଆପଣ ପାରାଦୀପ ବନ୍ଦର ଟ୍ରଷ୍ଟର ନାମ ପରିବର୍ତ୍ତନ କରି ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିବା ପାଇଁ ଦାବି କରିଥିଲେ। ସାଂସଦମାନେ ଦାବି କରିଥିଲେ ସୁଦ୍ଧା ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ଖାରଜ କରାଯାଇଥିବା ନେଇ ମନସୁଖ ଚିଠିରେ ଉଲ୍ଲେଖ କରିଛନ୍ତି ।
ସେ ଆହୁରି ଲେଖିଛନ୍ତି ଯେ, ଏହି ବିଷୟର ଅନୁଧ୍ୟାନ ମୁଁ କରିବା ପରେ ଜାଣିବାକୁ ପାଇଛି ଯେ ଏନେଇ କୌଣସି ପ୍ରସ୍ତାବ ମନ୍ତ୍ରାଳୟ ନିକଟରେ ନାହିଁ। ଏହି ଚିଠିର ନକଲ ରାଜ୍ୟସଭାର ୫ ଜଣ ଏମପିଙ୍କ ନିକଟକୁ ପଠାଯାଇଛି। ସେମାନେ ହେଲେ ଆନନ୍ଦ ଶର୍ମା, ଡ ଅମର ପଟ୍ଟନାୟକ, ଡ ସସ୍ମିତ ପାତ୍ର, ଭାସ୍କର ରାଓ ନେକାନ୍ତି ଓ ମନୋଜ କୁମାର ଝା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like