-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଅଲ ଇଣ୍ଡିଆ ରାମଧୂନ୍ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ - ବରଗଡ କୁ ୧-୦ ହରlଇ ଭୁବନେଶ୍ଵର ଦଳ ଫାଇନାଲ କୁ ପ୍ରଵେଶ*

14-Feb-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ୧୫ ତମ ଅଲ୍ ଇଣ୍ଡିଆ ରlମଧୁନ୍ କପ୍ ଫୁଟବଲ ଟୁର୍ଣlମେଣ୍ଟ ରେ  ଭୁବନେଶ୍ଵର ଜଗା ୟୁନାଇଟେଡ଼ କ୍ଲବ୍ ଓ ବରଗଡ ୟୁନାଇଟେଡ କ୍ଲବ୍  ମଧ୍ୟ ରେ ସଂଘର୍ଷ ପୁର୍ଣ୍ଣ ଖେଳ ଅନୁଷ୍ଟିତ ହୋଇଥିଲା l l ସୁବର୍ଣ୍ଣପୁର ଏ ଡି ଏମ ଅଞ୍ଜଳୀନl ପଧାନ  ମୁଖ୍ୟା ଅତିଥି ଓ ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ , ପ୍ରାକ୍ତନ ପୌର ପରିଷଦ ଅଧ୍ୟକ୍ଷ କଇରୁ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆଜି ର ଖେଳ କୁ ଉଦ୍ଘାଟନ କରିଥିଲେ l ଏବଂ   ଆୟୋଜକ ଓ ଖେଳାଳି, ଦର୍ଶକ ଙ୍କୁ ଉତ୍ସାହିତ କରି  ସୁନ୍ଦର ଆୟୋଜନ ଓ ଉଚ୍ଚ କୋଟୀର ଖେଳ ପ୍ରଦର୍ଶନ ପାଇଁ  ଆୟୋଜକ ଙ୍କୁ ପ୍ରଶଂସା କରି ପଡ଼ିଆ ର ଉନ୍ନତି ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ସହାୟତା ଦେବାକୁ କହିଥିଲେ l ଓ ଖେଳ କୁ ଉପଭୋଗ କରି କୃତି ଖେଳାଳି ଙ୍କୁ ପୁରସ୍କୃତ କରିଥିଲେ l   ନିମନ୍ତ୍ରିତ ଅତିଥି ଭାବେ ଭୁବନେଶ୍ଵର ଜଗା ୟୁନାଇଟେଡ଼କ୍ଲବ୍ ର ପ୍ରlୟୋଜକ, ବରଗଡ ୟୁନାଇଟେଡ କ୍ଲବ୍  ପ୍ରୟୋଜକ , ଜିଲ୍ଲା କ୍ରୀଡା ସଂଘ ଉପଦେଷ୍ଟl ନନ୍ଦ କିଶୋର ତ୍ରିପାଠୀ, ଆଦିତ୍ୟ କିଶୋର ଦାନୀ, ଦିଗାମ୍ବର ଶତପଥି, କାଉନ୍ସିଲର ଗଙ୍ଗା ଧର ତରିଆ, ସୁକାନ୍ତ ସାହୁ, ରାଜ କିଶୋର ରାଓ, ଭେଟରାନ ଖେଳାଳି ବାବୁଲା ବେବର୍ତ୍ତା, ଅଖୁଜ ବକ୍ସି, ଶଙ୍କର୍ଷଣ ପଟ୍ଟନାୟକ, ଧରଣୀ ଧର ନାଏକ, ପବିତ୍ର ଖପର୍ଦ୍ଧ୍ୱlଜ ଯୋଗ  ଦେଇ ଖେଳାଳୀ ଙ୍କୁ ଉତ୍ସାହିତ କରିଥିଲେ l। ବରଗଡ଼ ଦଳ କୁ ୧-୦ ରେ ପରାସ୍ତ କରି ଭୁବନେଶ୍ୱର ଜଗା ୟୁନାଇଟେଡ଼  କ୍ଲବ  ବିଜୟୀ ହୋଇଛି l ମ୍ୟାନ ଅଫ ଦି ମ୍ୟାଚ୍ ଭାବେ  ଭୁବନେଶ୍ଵର ଦଳ ର  ଖେଳାଳି ସ୍କୋରର  ପାlୟୋଜନ ମାରାଣ୍ଡି ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲl l ମୂଖ୍ୟ ରେଫରି ଭାବେ ପ୍ରଶାନ୍ତ ବେହେରା , ଖେଳ ପରିଚାଳନା ଓ ପି ଇ ଟି  ସଲିଳ ବେହେରା, ଜିତେନ୍ଦ୍ର ଥନପତି, ଓ   ଫୋର୍ଥ ଅଫିସିଆଲ୍ ସଞ୍ଜୀବ ସାହୁ ସହଯୋଗ କରିଥିଲେ l

ପ୍ରଭୁ ଦାଶ ଖେଳ ର ଧାରା ବିବରଣୀ ପ୍ରଦାନ୍ କରିଥିବା ବେଳେ ଚିତ୍ତ ରଞ୍ଜନ ତରlସିଆ ଓ ମିଡ଼ିଆ ସଂଯୋଜାକ ମନୋରଂଜନ ତ୍ରୀପାଠୀ ଅତିଥି ସ୍ଵାଗତ ଓ ସଭା ସଂଯୋଜନl  କରିଥିଲେ l  ବିକାଶ ପଣ୍ଡା, ସୋମନାଥ ମିଶ୍ର, ରଞ୍ଜୁ ସାହୁ, ରାଜୀବ ସାହୁ, ବୁବୁନ ନାଏକ, ପରେନ୍ଦ୍ର ନାଏକ, ପଦ୍ମନାଭ ପାଢ଼ୀ, ଚନ୍ଦନ ବେହେରା, ଜିଲୁ ସାହୁ, ଲିପୁନ ନାଏକ, ଚାହତ ମହମ୍ମଦ, ଶିବା ଶାଣ୍ଢ, ଗୁରୁ ଦଳେଇ, ରବି ଗୁରୁ, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l କ୍ଲବ୍ ସମ୍ପାଦକ ପୀୟୂଷ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧlନ ରେ ସବୁ କାର୍ଯ୍ଯ ପରିଚଳନl କରାଯାଇଥିଲl l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like