-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜେଏମଡି ସ୍କୁଲର ପ୍ରଥମ ବର୍ଷ ବାର୍ଷିକ ଉତ୍ସବ

14-Feb-2024



ସିନ୍ଧେକେଲା(ପ୍ରେରଣା ଖବର)- ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପୁଟୁପଡା ରାସ୍ତାରେ ଥିବା ଜୟ ମାଁ ଦ୍ୱାରସେହ୍ନି ଇଂଲିଶ ମିଡିୟମ ସ୍କୁଲର ପ୍ରଥମ ବର୍ଷ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ।

ସ୍କୁଲ ଅଧ୍ୟକ୍ଷ ନିତେଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଂଜୁବାଲା ବେହେରା, ମୁଖ୍ୟ ବକ୍ତା ଭାବରେ ବିଜେପୁର ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାସ, ବିଶେଷ ଅତିଥି ଭାବରେ ବାଳ ସାହିତ୍ୟିକ ଯୁଗଳ କିଶୋର ଷଡଙ୍ଗୀ , ସମ୍ମାନିତ ଅତିଥି ଭାବରେ ବିଧାୟକ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ସ୍କୁଲ ପ୍ରତିଷ୍ଠାତା ଅନିଲ ଜୈନ, ସ୍କୁଲ ପରିଚାଳନା କମିଟି ସଭାପତି ସୁରିୟା ସାହୁ , ଉପଦେଷ୍ଟା ଗଣପତି , ସାହୁ , ବିଦ୍ୟାଭୂଷଣ ନାଏକ ପ୍ରମୁଖ ଯୋଗଦେଇ ମାଁ ଦ୍ୱାରସେହ୍ନି ଙ୍କ ଠାରେ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ଉକ୍ତ ସ୍କୁଲର ଉତ୍ତୋର୍ତ୍ତର ବିକାଶ ପାଇଁ ମଙ୍ଗଳକାମନା କରିଥିଲେ । ଛାତ୍ରୀ ସୁହାନା ଷଡଙ୍ଗୀ , ଝଲକ ପୁଟେଲ , ପରି ଗୁପ୍ତା , ମଧୁସ୍ମିତା ସାହୁ , ଅସ୍ଳେସା ସାହୁ , ସମୃଦ୍ଧି ସଂପୂର୍ଣ୍ଣ ସାହୁ ଓ ଛାତ୍ର ପ୍ରତୀକ ବେହେରା ପ୍ରମୁଖ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ସ୍କୁଲ ରକ୍ଷକ ଓ ନିର୍ଦେଶକ ଗଣପତି ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟକ୍ଷ ନିତେଶ ସାହୁ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ବିଶେଷ ଅତିଥି କେନ୍ଦ୍ର ସାହିତ୍ୟ ଏକାଡେମୀ ବାଳ ସାହିତ୍ୟ ପୁରସ୍କାର ପ୍ରାପ୍ତ ସାହିତ୍ୟିକ ଓ ଗବେଷକ ଯୁଗଳ କିଶୋର ଷଡଙ୍ଗୀ , ଅଞ୍ଚଳର ବରିଷ୍ଠ ନାଗରିକ ତଥା ପୂର୍ବତନ ଝଲପ ସରପଞ୍ଚ ରାଜାରାମ ବେହେରା , ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ , ବିଶିଷ୍ଟ ସମାଜସେବୀ ଅନିଲ ତ୍ରିପାଠୀ ପ୍ରମୂଖଙ୍କ ସହ ମଞ୍ଚାସିନ ସମସ୍ତ ଅତିଥି ଙ୍କୁ ଉପଢ଼ଡକନ , ମାନପତ୍ର ପ୍ରଦାନ ସହ ଗାମୁଛା ଓଢାଇ ସମ୍ମାନିତ କରାଯାଇଥିଲା । ଶିକ୍ଷକ ମାନସ ରଞ୍ଜନ ସାହୁ , ଟିକେରାଜ ସାହୁ , ଶିକ୍ଷୟିତ୍ରୀ ସୁଜାତା ସିହ୍ନା , ମଧୁ ସୋନା , ପ୍ରତିମା ଷଡଙ୍ଗୀ , ସୌଭାଗ୍ୟ ସାହୁ , ସସ୍ମିତା 

ନାଗ, ପୂଜାରାଣୀ ଦାସ , ବର୍ଷାରାଣୀ ବେହେରା, ସେଫାଳି ସିଂଦେଓ ଙ୍କୁ ବିଦ୍ୟାଳୟ ତରଫରୁ ଆଦର୍ଶ ଶିକ୍ଷକ ପୁରସ୍କାର ରେ ସମ୍ମାନିତକରାଯାଇଥିଲା । ପରେ ଛାତ୍ରଛାତ୍ରୀ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପରିବେଷଣ ଶହଶହ ଦର୍ଶକଙ୍କ ପାଇଁ ମନଛୁଆଁ ହୋଇଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ କମିଟି ଉପ ସଭାପତି ଜଗଦୀଶ ପଣ୍ଡା , ଅଲୋକ ସାହୁ, ପ୍ରଫୁଲ୍ଲ ସାହୁ, ରାମ ଷଡଙ୍ଗୀ , ଗୋପୀ ସାହୁ ସମେତ କର୍ମଚାରୀ କିଶୋର ସାହୁ , ସୁଧାଂଶୁ ସାହୁ , ପଞ୍ଚାନନ ମହାନନ୍ଦ, ଅଭିଭାବକ , ଅଭିଭାବିକା ସମସ୍ତେ ସହଯୋଗ କରିଥିଲେ । ଏହି ଅବସରରେ କମିଟି ସକ୍ରିୟ ସଦସ୍ୟ ଅଲୋକ ସାହୁଙ୍କ ଝିଅ ଏହି ସ୍କୁଲର ଛାତ୍ରୀ ଅସ୍ଳେସା ସାହୁଙ୍କ ଜନ୍ମଦିନ କେକ କାଟି ପାଳନ କରାଯାଇଥିଲା । ଶିକ୍ଷୟିତ୍ରୀ ବର୍ଷାରାଣୀ ବେହେରା , ପୂଜାରାଣୀ ଦାସ , ସୁଜାତା ସିହ୍ନା ମଞ୍ଚ ପରିଚାଳନା କରିଥିବାବେଳେ ମଧୁ ସୋନା ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like