-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଖଟଖଟିଆ ସ୍କୁଲରେ ସ୍ବର୍ଗତ ସାଧୁ ମେହେରଙ୍କୁ ତୁଳୀରେ ଶ୍ରଦ୍ଧାଞ୍ଜଳି ଦେଲେ ଛାତ୍ରଛାତ୍ରୀ

14-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବିଖ୍ୟାତ ଅଭିନେତା ସ୍ବର୍ଗତ ପଦ୍ମଶ୍ରୀ ସାଧୁମେହେର ଙ୍କ ଦ୍ୱାଦଶାହ ତିଥି ଅବସରରେ ବୌଦ୍ଧ ଜିଲା ଖଟଖଟିଆ ସରକାରୀ ଉପ୍ରା ବିଦ୍ୟାଳୟରେ ବରଗଡ଼ ଜିଲ୍ଲାରୁ ପ୍ରକାଶିତ ପାକ୍ଷିକ ପତ୍ରିକା କୋଶଳ ଟାଇମ ଦ୍ୱାରା ଆୟୋଜିତ ଜିଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ଏକ ସ୍ମୃତିଚାରଣ ସଭା ମଧ୍ୟ କୋଶଲ ଟାଇମର ସଂପାଦକ ସଂଜୀବ କୁମାର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବିଦ୍ୟାଳୟର ଶିକ୍ଷକ ରଂଜୁ ଅମାତ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ସମୀର କୁମାର ପ୍ରଧାନ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟ ,ସମ୍ବଲପୁର କୁଳପତି ପ୍ର. ଅର୍କକୁମାର ଦାସ ମହାପାତ୍ର ଯୋଗଦେଇ ପଦ୍ମଶ୍ରୀ ଡ଼ ସାଧୁମେହେର ଙ୍କ ଜାତୀୟ ସ୍ତରରେ କିପରି ନିଜର କଳାକୃତି ପ୍ରତିପାଦନ କରି ଏ ମାଟି ପାଇଁ ପରିଚୟ ସୃଷ୍ଟି କରିଥିଲେ ବୋଲି କହିଥିଲେ ।ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ତେଜୋମୟାନନ୍ଦ ସ୍ୱରସ୍ବତୀ ଜୀ ଯୋଗ ଦେଇ ସାଧୁ ବାବୁଙ୍କ ଶୃଙ୍ଖଳିତ ଜୀବନ ହିଁ ତାଙ୍କ ସାଧନାକୁ ଶୀର୍ଷ ସ୍ଥାନକୁ ନେଇଥିଲା ବୋଲି କହିଥିଲେ । ଅନ୍ୟତମ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପ୍ରଧାନ,ବୌଦ୍ଧ ଜିଲା ଅତିରିକ୍ତ ଏସପି ଏମ.ମିଞ୍ଜ,ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀ ଗେଣ୍ଡରା କୁଜୁରୁ,ପ୍ରାକ୍ତନ ପ୍ରଶାସିକା ତଥା ନୃତ୍ୟ ନିର୍ଦେଶିକା ତପସ୍ୱିନୀ ଗୁରୁ,ବୌଦ୍ଧ ଜିଲ୍ଲା କଲଚାରଲ ଏକାଡେମୀ ର ସଭାପତି ତଥା ନାଟ୍ୟକାର ହରିହର ପ୍ରଧାନ ଯୋଗଦେଇ ସାଧୁବାବୁ ଚଳଚିତ୍ର ଓ ନାଟ୍ୟ ଜଗତରେ ଏକ ବିସ୍ମୟକର ପ୍ରତିଭା ସେ ଜଣେ ଶାନ୍ତ ସରଳ ଏବଂ ଚିତ୍ରପ୍ରଜ୍ଞ ବ୍ୟକ୍ତିତ୍ୱ ଥିଲେ ବୋଲି କହିଥିଲେ । ବରିଷ୍ଠ ସାମ୍ବାଦିକ ଦେବେନ୍ ପଟେଲ ପ୍ରମୁଖ ଯୋଗଦେଇଥିଲେ ଏତତ ବ୍ୟତିତ  ସଂଜୀବ ମହାପାତ୍ର ଙ୍କ ଅନୁରୋଧ କ୍ରମେ  ସାଧୁମେହେରଙ୍କ ନାମରେ ଏକ ଶ୍ରେଣୀ କକ୍ଷକୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ଲୋକାର୍ପିତ ହୋଇଥିଲା । ଏହାସହ ଫଟୋ ଚିତ୍ର ନିଜତୁଲିରେ ଅଙ୍କନ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ବୌଦ୍ଧ ଜିଲ୍ଲା ଜବହାର ବିଦ୍ୟାଳୟ,କେ ଭି,ସ୍ୱରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,ବଳାସିଂହା ଆଦି ଛାତ୍ରଛାତ୍ରୀ ଅଙ୍କିତା କୁମ୍ଭାର, ଜ୍ୟୋତି କ୍ରିଷ୍ଣା ସାହୁ,ଅଭିସ୍ପା ପଟ୍ଟନାୟକ, ଆକାଂକ୍ଷା ମିଶ୍ର, ସୌରଭ ଖୁଣ୍ଟୁଲି, ପ୍ରତିତି ଦଲବେହେରା, କଳାକୃଷ୍ଣ ରଣା ପ୍ରମୁଖ ଙ୍କୁ ମୁଖ୍ୟଅତିଥି ଓ ଅନ୍ୟ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ ।ଅନ୍ୟତମ ପ୍ରତିଭା ସମ୍ପନ୍ନ ଚିତ୍ରଶିଳ୍ପୀ ରିନା ମେହେର ନିଜ ତୁଳୀରେ ସାଧୁମେହେର

ଙ୍କ ଏକ ଚିତ୍ର ଅଙ୍କନ କରିଥିଲେ । ସୁଶ୍ରୀ ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ବୌଦ୍ଧର ବିଶିଷ୍ଟ ଚିତ୍ରଶିଳ୍ପୀ ପ୍ରତିଯୋଗିତାର ବିଚାରକ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ରେ ଭୁଖା ଫିଲ୍ମ ର ଗାୟିକା ତଥା "ଫଟାଇ ଖାଇଲି ବେଲ" ର ଗାୟିକ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ବିଦ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷକ ବିଜୟ ଲକ୍ଷ୍ମୀ ଶତପଥି,ସୁରେନ୍ଦ୍ର କମ୍ପ,ସ୍ନେହାପ୍ରଭା ମହାପାତ୍ର, ଦୀପ୍ତିମୟୀ ବୈଠାରୁ, ବନିତା ମେହେର ପ୍ରମୁଖ ସହଯୋଗ କରିଥିବା ବେଳେ ପ୍ରାକ୍ତନ ଛାତ୍ର ସଂଜୀବ ବସ୍ତିଆ, ରଂଜନ ପାତ୍ର,ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଓ ସମାଜସେବୀ ନରେଶ ଶର୍ମା ,ତ୍ରିଲୋଚନ ଡ଼ାଙ୍ଗ ସହଯୋଗ କରିଥିବା ବେବେ ଶେଷରେ ମୋ ସ୍କୁଲ ଅଭିଯାନର ସଭାପତି ଭାର୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like