-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଜେ ଏସ୍ ଏମ୍ କଲେଜରେ ସରସ୍ଵତୀ ପୂଜା

14-Feb-2024



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ଜେ ଏସ୍ ଏମ୍ ବାଣିଜ୍ୟ ଓ କଳା ମହାବିଦ୍ୟାଳଠାରେ ବିଦ୍ୟାଦାୟିନୀ ମା ସରସ୍ୱତୀଙ୍କ ପୁଜା ଅର୍ଚ୍ଚନା ମହାସମାରୋହରେ ପାଳିତ ହୋଇଯାଇଛି l
ଆଜି ପବିତ୍ର ବସନ୍ତ ପଞ୍ଚମୀ ମା’ 'ବାଗଦେବୀ ପୂଜା । ଏହିଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା କରାଯାଏ ।

ଜେ ଏସ୍ ଏମ୍ ବାଣିଜ୍ୟ ଓ କଳା ମହାବିଦ୍ୟାଳୟ ପରିସରରେ ବହୁ ଆଡମ୍ବର, ଗର୍ବ ଓ ଗୌରବ ସହିତ ଅତି ଭାକ୍ତିପୂର୍ଣ୍ଣ ସହକାରେ ମା’ ସରସ୍ଵତୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟତଃ ଏହି ବିଦ୍ୟାଳୟର ମଣ୍ଡପକୁ ସୁସଜ୍ଜିତକରି ମା’ଙ୍କ ମୃଣୟ ପ୍ରତିମୂର୍ତ୍ତି ବିରାଜମାନ କରାଯାଇଥିଲା । ଶିକ୍ଷକ ଶିକ୍ଷ୍ୟୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସୁନ୍ଦର ସୁନ୍ଦର ରଙ୍ଗୀନ

କାଗଜପତ୍ର ଓ ଫୁଲରେ ସଜା ହୋଇଥିଲା ।  ମହାବିଦ୍ୟାଳୟ ଅଧ୍ୟକ୍ଷ ସି.ଏ  ଶ୍ରୀକାନ୍ତ ଶର୍ମା ଓ ନିଦ୍ଧେଶିକା ଶ୍ରୀମତୀ ସୁମନ ଶର୍ମା ପୂଜାରେ ମୁଖ୍ୟକର୍ତ୍ତା ଭାବେ ଅଂଶଗ୍ରହଣ କରିଥିଲେ ପୁଣି ପ୍ରଧାନ ଶିକ୍ଷକ ଶ୍ରୀ ବିତବାସ ପଣ୍ଡାଙ୍କ ସହିତ ଅନେକ ଅତୀତିବୃନ୍ଦ ଉପସ୍ଥିତ ରହି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ  ଉତ୍ସାହ ପ୍ରଦାନ କରିଥିଲେ । ସମଗ୍ର ପରିବେଶ ଭକ୍ତିମୟ ହୋଇଥିଲା । ପୂଜାର ପୂର୍ଣ୍ଣଆହୁତି ପରେ ସମସ୍ତ ଛାତ୍ରଛାତ୍ରୀ ଓ ନିମନ୍ତ୍ରିତ ଅତିଥିମାନେ ପୁଷ୍ପାଞ୍ଜଳୀ ମା’ଙ୍କ ଚରଣରେ ଅର୍ପଣ କରି ପ୍ରସାଦ ସେବନ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଶିକ୍ଷା କର୍ମଚାରୀ, ପରିଚାଳନା ସମିତିର ସଦସ୍ୟ, ସଦସ୍ୟା, ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ପୂଜାର ସମସ୍ତ କାର୍ଯ୍ୟ ସମ୍ପାଦନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like