-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ରାଜନୀତି

ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଶେରଗଡ଼କୁ ଏନଏସି ମ୍ୟାନତା ପ୍ରଦାନ କଲେ ରାଜ୍ୟ ସରକାର

14-Feb-2024



ଗଞ୍ଜାମ(କୃଷ୍ଣଚନ୍ଦ୍ର ପଣ୍ଡା ): ଗଞ୍ଜାମ ଜିଲ୍ଲା ଶେରଗଡ଼଼ବାସୀଙ୍କ ବହୁଦିନର ସ୍ଵପ୍ନ ପୂରଣ ହୋଇଛି। ପବିତ୍ର ସରସ୍ଵତୀ ପୂଜା ଅବସରରେ ଗଞ୍ଜାମଜିଲ୍ଲା ଶେରଗଡ଼ବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଶେରଗଡ଼ ପଞ୍ଚାୟତଙ୍କୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଶେରଗଡ଼ ଗସ୍ତ ଅବସରରେ ହିଂଜିଳି ଏବଂ ଶେରଗଡ଼ ନିର୍ବାଚନମଣ୍ଡଳୀରେ ୩୦୦କୋଟିର ଏକାଧିକ

ପ୍ରକଳ୍ପର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଂଜାମ, ହିଂଜିଳି ଓ ଶେରଗଡ଼ରୁ ଆରମ୍ଭ ହୋଇଥିଲା ସରକାରଙ୍କ ଫାଇଭ-ଟି ଉଦ୍ୟମରେ ବିକାଶମୂଳକ ପ୍ରକ୍ରିୟା।ଏହି ପ୍ରୟାସରେ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା' ତାରାତାରିଣୀ ମନ୍ଦିର ନୂଆ ରୂପ ନେଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପ ସାରା ଦେଶରେ ଦୃଷ୍ଟି ଆକର୍ଷଣ କରିଛି। ସେହିପରି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହିଂଜିଳି ନିର୍ବାଚନମଣ୍ଡଳୀରୁ ଆରମ୍ଭ ହୋଇଥିଲା। ଏବେ ରାଜ୍ୟର ୮ ହଜାରରୁ ଅଧିକ ହାଇସ୍କୁଲର ରୂପାନ୍ତରଣ କାମ ସରିଛି। ଏହି ସବୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ନିଜେ ଭାଗ ନେଇଥିଲି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଲୋକଙ୍କ ସହଯୋଗରେ ହିଂଜିଳି ଶେରଗଡ଼ ନିର୍ବାଚନମଣ୍ଡଳୀ ଏକ ଆଦର୍ଶ ନିର୍ବାଚନ ମଣ୍ଡଳୀ ହୋଇପାରିଛି। ବିକାଶ କ୍ଷେତ୍ରରେ ହିଂଜିଳି ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ ଭାବରେ ଉଜ୍ଜଳ ପରିଚୟ ସୃଷ୍ଟି କରିଛି। ହିଂଜିଳି ଶେରଗଡ଼ର ସବୁ ଘରକୁ ପାଇପ ପାଇଁ ଓ ସବୁ ଚାଷ ଜମିକୁ ଜଳସେଚନ ଲାଗି ବ୍ୟବସ୍ଥା କରାଯାଉଛି। ସାରା ରାଜ୍ୟରେ ଗ୍ରାମାଞ୍ଚଳରେ ପରିବହନ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି। ଆମ ହସ୍ପିଟାଲ ଯୋଜନାରେ ହସ୍ପିଟାଲ ରୂପାନ୍ତରଣ କାମ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଫାଇଭ-ଟି ଉଦ୍ୟମରେ ଏହିସବୁ ରୂପାନ୍ତରଣ କାମ ଲୋକେ ପସନ୍ଦ କରିଥିବାରୁ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଆହୁରୀ ମଧ୍ୟ କହିଛନ୍ତି, ଆପଣାମାନେ ସବୁବେଳେ ମୋତେ ଆଶୀର୍ବାଦ କରି ଆସିଛନ୍ତି। ଆପଣମାନଙ୍କ ଆଶୀର୍ବାଦ ଏଇ ଓଡ଼ିଶା ମା'ର ସେବା ପାଇ ମୋତେ ଶକ୍ତି ଦେଇଛି। ହିଂଜିଳି ଶେରଗ଼ଡ଼ର ବିକାଶକୁ ଏକ ନୂଆ ସ୍ଵପ୍ନରେ ପହଞ୍ଚାଇବା ପାଇଁ ଲୋକଙ୍କ ସହଯୋଗ କାମନା କରୁଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ମୁଖ୍ୟମନ୍ତ୍ରୀଙ୍କ ସହ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏହି ଅବସରରେ ସେ ବିଭିନ୍ନ ରାଜ୍ୟରେ ଆରମ୍ଭ ହୋଇଥିବା ବିଭିନ୍ନ

ପ୍ରକଳ୍ପ ଏବଂ ଯୋଜନାର ମିଳୁଥିବା ଲାଭ ବିଷୟରେ ସୂଚନା ଦେଇଥିଲେ। ମମତା ଯୋଜନାରେ ସହାୟତା ଅର୍ଥକୁ ସରକାର ୨ ଗୁଣା କରିଛନ୍ତି। ୧୦ ହଜାର ଟଙ୍କାକୁ ବୃଦ୍ଧି ହୋଇଛି ମମତା ଯୋଜନା ସହାୟତା। ସେହିପରି ଆସନ୍ତା ୨୧ ତାରିଖରେ ଗଂଜାମ ଜିଲ୍ଲାରେ ଲକ୍ଷ୍ମୀ ଯୋଜନା ଆରମ୍ଭ ହେବ। ଲକ୍ଷ୍ମୀ ଯୋଜନାରେ ମାମାନଙ୍କ ଲାଗି ଟିକେଟର ମୂଲ୍ୟ ମାତ୍ର ୫ ଟଙ୍କା ରହିଛି। ମଧୁବାବୁ ଭତ୍ତା ୧ ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ଏହାସହ ପିଲାମାନଙ୍କୁ ନୂଆ-ଓ ସ୍କଲାରସିପ୍, BSKY ଯୋଜନାରେ ମିଳୁଥିବା ଲାଭ ବିଷୟରେ ସୂଚନା ଦେଇଥିଲ। ସ୍ଵୟଂ ଯୋଜନାରେ ଯୁବକଙ୍କୁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା ସହ ମହିଳାଙ୍କୁ ଏହି ଯୋଜନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯାଉଛି। ଚାଷୀମାନଙ୍କୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣପ୍ରଦାନ କରାଯାଉଛି ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like