-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ପଂଚାୟତରେ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

15-Feb-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ରାଜ୍ୟ ସରକାରଙ୍କ ବିକାଶ ର ପର୍ବ ପାଳିତ ହେଉଥିବା ବେଳେ ନବରଙ୍ଗପୁର ଜିଲ୍ଲା  ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ଡାବୁଗାଁ  ପଞ୍ଚାୟତରେ  ଆମ ଓଡ଼ିଶା ନବୀନ ଓଡ଼ିଶା ପରିପ୍ରେକ୍ଷୀରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଲା ନୃତ୍ୟ ସଙ୍ଗୀତ ଅଭିନୟ ମାଧ୍ୟମରେ ଲୋକ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥିଲା, ଏସ ଏଚ ଜି ମହିଳା ଗୋଷ୍ଠୀ ମାନଙ୍କ ପିଠା କାର୍ଯ୍ୟକ୍ରମ ବେଶ୍ ଆକର୍ଷଣୀୟ ହୋଇପାରିଥିଲା। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟଆତିଥି  ଭାବରେ ଜିଲ୍ଲା ପରିଷଦ ଅଧକ୍ଷ ମତିରାମ ନାୟକ ଯୋଗଦେଇ ଥିବା ବେଳେ ସଂମ୍ମାନିତ ଆତିଥି ଭାବରେ ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ,ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଷୟୀ,ଡାବୁଗାଁ ବିଡ଼ିଓ ଶରତ ମାଝୀ, ବ୍ଲକ ଉପାଧ୍ୟାକ୍ଷା ସଦାନନ୍ଦ ନାୟକ, ଡାବୁଗାଁ ସରପଞ୍ଚ ବିନଦ ସୌରା, ସାଂସଦ ପ୍ରତିନିଧି ଅପା ରାଓ ପ୍ରମ୍ମୁଖ ମଞ୍ଚାସିନ ଥିଲେ। ଏଭଳି ସ୍ଥାନୀୟ ମିଶନଶକ୍ତିର  ସଭାପତି, ସମ୍ପାଦିକା, ଡାବୁଗାଁ ଏମବିକେ, ସିଆରପି ମାନେ, ଅଙ୍ଗନବାଡି ମାନେ ତଥା ସ୍ଥାନୀୟ ପ୍ରଶାସନିକ ଅଧୁକାରୀ ମାନେ ଓ ପଞ୍ଚାୟତ ବାସି ବହୁ ସଂଖ୍ୟାରେ ଯୋଗଦେଇ ଥିଲେ। ଡାବୁଗାଁ ପଞ୍ଚାୟତର ପଞ୍ଚାୟତ ଅଧିକାରୀ ଏଵଂ ଡାବୁଗାଁ ସରପଞ୍ଚ ଙ୍କ ପ୍ରାୟସରେ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହେଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like