-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

କଂଗ୍ରେସର ସକ୍ରିୟ ସଦସ୍ୟ ତଥା ଆଶାୟୀ ପାର୍ଥୀ ଡ. ଅର୍ଜୁନ ମୁଗ୍ରୀ ଙ୍କ ଗୋଲଚକ୍ର କାର୍ଯ୍ୟକ୍ରମ

15-Feb-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଝର୍ଣିପାଲି ଓ ଲୋଇସିଂହା ଠାରେ କଂଗ୍ରେସ ଦଳ ତରଫରୁ ଗୋଲ୍ ଚକ୍ର କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ପ୍ରଥମେ ଆଗଲପୁର ବ୍ଲକ ଝରଣିପାଲି ଠାରେ ଶତାଧିକ କଂଗ୍ରେସ କର୍ମୀ ବାଇକ ରେଲି ମାଧ୍ୟମରେ ଶୋଭାଯାତ୍ରା କରି ଏକ ସଭା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ l ଶାସନ ଭାର ରେ ଥିବା ଉଭୟ ବିଜେଡି ଓ ବିଜେପି ଦଳର କୁ ଶାସନ ବିଷୟରେ ସୂଚନା ଦେଇଥିଲେ l କଂଗ୍ରେସ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଓ ଜିଲ୍ଲା ସୋସିଆଲ ମିଡ଼ିଆ ସଂଯୋଜକ ଡ଼. ଅର୍ଜୁନ ମୁଗ୍ରୀ ଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଏଆଇସିସି ସଦସ୍ୟ ବିଧୁଭୂଷଣ ତ୍ରିପାଠୀ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସଂଯୋଜକ ଗ୍ଲେଡଷ୍ଟୋନ ତାଣ୍ଡି, ପିତାମ୍ବର ବାରିକ, ରାଜ୍ୟ ଯୁବକଂଗ୍ରେସ ସୋସିଆଲ ମିଡ଼ିଆ ସଦସ୍ୟ ଆଲୋକ ଜେମ୍ସ ଉପସ୍ଥିତ ଥିବାବେଳେ କାର୍ଯ୍ୟ ପରିଚାଳନା କରିଥିଲେ ଆଇନଜୀବୀ ଅଶୋକ ବାରିକ l

ତାଙ୍କ ସମେତ  ଅନେକ କଂଗ୍ରେସ କର୍ମୀ ତଥା ସକ୍ରିୟ ସଦସ୍ୟ ଯୋଗ ଦେଇଥିଲେ l ତା ପରେ ଲୋଇସିଂହା ଅଗ୍ରେସନ ଭବନ ଠାରୁ ଏକ ଶୋଭାଯାତ୍ରା ବାହାରି ବ୍ଲକ ଛକ ପର୍ଯ୍ୟନ୍ତ ଅତିକ୍ରମ କରିଥିଲା। ଉଭୟ ଶାସକ ବିଜେଡି  ଓ ବିଜେପି ଦଳର ଭିତିରିଆ ସମ୍ପର୍କ ଥିବା ନେଇ କଂଗ୍ରେସ୍ ଦଳ ଏକ ନିଆରା କାର୍ଯକ୍ରମ କରିଥିବା ଦେଖା ଯାଇଥିଲା l ଉଭୟ ବିଜେଡି ଓ ବିଜେପି ଦଳ କୁ ବର କନିଆଁ ସଜେଇ ଏକ ବାହାଘର କରା ଯାଇଥିଲା l ବାଜା ବଜାଇ, ଡିଜେ ବଜାଇ ଶହ ଶହ କଂଗ୍ରେସ୍ କର୍ମୀ ଶୋଭାଯାତ୍ରା ରେ ବାହାରି ଲୋଇସିଂହା ପରିକ୍ରମା କରିଥିଲେ। ପରେ ପରେ ଭୋଜନ ର ବ୍ୟବସ୍ଥା କରାଯାଇ କର୍ମୀ ମାନଙ୍କୁ ଖାଇବାକୁ ଦିଆ ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like