-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ହାତିଖୋଜ ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର

16-Feb-2024



(କେଶବ ମେହେର)
କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକଅନ୍ତର୍ଗତ ହାତୀଖୋଜ ଗ୍ରାମ ପଞ୍ଚାୟତ ଠାରେ  ଶୁକ୍ରବାର ବାର ଦିନ ଆମ ଓଡ଼ିଶା ନବୀନ ଓଡିଶା,,ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସୁନିତା କୁମାର  ଓ ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସୁନା ଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ମୁଖ୍ୟ ଅତିଥି ଭାବେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚନ୍ଦନ କୁମାର ସେନାପତି ଓ ସମ୍ମାନିତ ଅତିଥି ଭାବେ କେସିଙ୍ଗା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ସିଦ୍ଧେଶ୍ଵର ମେହେର ଯୋଗଦେଇଥିଲେ।ସେହିପରି ଭାବେ ନିମନ୍ତ୍ରିତ ଅତିଥି ଭାବେ କେସିଙ୍ଗା ୧ ନମ୍ୱର୍ ଜୋନ ଜିଲ୍ଲା ପରିଷଦ ଶ୍ରୀମତୀ ଦିପାଞ୍ଜଳି  ସାହୁ ,        ବେଲଖଣ୍ଡି ଗ୍ରାମ ପଞ୍ଚାୟତ ଶ୍ରୀଯୁକ୍ତ ସୁଶାନ୍ତ ବାଗ , ନାଏକ ସରପଞ୍ଚ ଶ୍ରୀ ମୋହନ ଭୋଇ,ଉକ୍ତ ଗ୍ରାମ ପଞ୍ଚାୟତ ର GRS ଶ୍ରୀ ରାମ ଚନ୍ଦ୍ର ଚୌଧୁରୀ,ୱାର୍ଡ ସଭ୍ୟ ,ସଭ୍ୟା, ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବହୁତ୍ ସୁନ୍ଦର୍ ଭାବେ ସଭା ପରିଚାଳନା କରିଥିଲେ  ଶିକ୍ଷକ ଶ୍ରୀ ଗୋବିନ୍ଦ ବାଗ  lସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like