-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ଆମ ଓଡ଼ିଶା ନବିନ ଓଡିଶା -ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ।

16-Feb-2024



ଧର୍ମଗଡ଼  (ଜ୍ୟୋତିରଞ୍ଜନ ବେମାଲ )                                   କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ଛଞ୍ଚାଣ ବାହାଳି  ପଦର ପଡିଆ ଠାରେ ଗୁରୁବାର ଦିନ 'ଆମ ଓଡ଼ିଶା ନବୀନ ଓଡ଼ିଶା' ପଂଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଛଞ୍ଚାଣବାହାଲି ପଞ୍ଚାୟତ ସରପଂଚ ପ୍ରୀତି ବେମାଲ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ଜିଲ୍ଲା ବିଜେଡ଼ି ସଭାପତି ପୁଷ୍ପେନ୍ଦ୍ର ସିଂ ଦେଓ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ ।  ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ମୌଷଧି ବାଗ,ଜୋନ ୨ ଜିଲ୍ଲା ପରିଷଦ ସଭ୍ୟ ଶଙ୍କର ପ୍ରସାଦ ଯୁଏଡ, ଧର୍ମଗଡ଼ ବ୍ଲକ୍ ସରପଂଚ ସଂଘ ସଭାପତି ହାତିରମ୍ ଦୁର୍ଗା, ଜୟନ୍ତ ପୁର ସରପଂଚ ଜୟନ୍ତୀ ବାଗ, ସମିତି ସଭ୍ୟ ଚର୍ଚ୍ଚିକା ଗୋପାଲ, ନାଏବ ସରପଂଚ ଚନ୍ଦ୍ରେ ନାଏକ,ସମାଜ ସେବୀ ଗୌର ଚନ୍ଦ୍ର ବାଗ,ମଣ୍ଟୁ ଅଗ୍ରୱାଲ, ପିଣ୍ଟୁ ତିୱାରୀ ତଥା ପଂଚାୟତ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ମଞ୍ଚାସିନ ରହି ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଉପରେ ସଚେତନ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ରେ ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଧାରା ମାଧ୍ୟମରେ ଏକ ବିକଶିତ ଓଡ଼ିଶା ଗଠନ ମଙ୍ଗ ଧରିଥିବା ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ଏହି ପରିପେକ୍ଷିରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ଜାଣିବା ପାଇଁ ବିଭିନ୍ନ  ବିଭାଗ ର କର୍ମଚାରୀ ମାନଙ୍କ ଦ୍ଵାରା  ବିଭିନ୍ନ ଷ୍ଟଲ ଖୋଲା ଯାଇ ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା । ଏଥି ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ଅବସରରେ ଦଣ୍ଡପାଟ ଅଞ୍ଚଳର କାର୍ଯ୍ୟରତ ସାମ୍ୱାଦିକ ମାନଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧନା କରାଯାଇଥିଲା । କାର୍ଯ୍ୟକ୍ରମରେ ଅଞ୍ଚଳ ତଥା ପଂଚାୟତ ର ସହ ଶହ ମହିଳା ପୁରୁଷ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ  ଗ୍ରାମପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରଘୁନାଥ ଖମାରି ପରିଚାଳନା କରିଥିବା ବେଳେ ସମାଜ ସେବୀ ଗଗନେସ୍ୱର୍ ବେମାଲ, ମହେଶ୍ୱର ଯୁଏଡ କଙ୍କରିଆ ଦୁର୍ଗା, ଅଶୋକ ବାଗ, ଯୋଗାଣ ସହାୟକ ସୁଶାନ୍ତ ନାଏକ, ଗ୍ରାମ ରୋଜଗାର ସେବକ ନିହାର ରଞ୍ଜନ ସାହୁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like