-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଅର୍ସାତୁଲା ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

16-Feb-2024



ସିନ୍ଧେକେଲା(ପ୍ରେରଣା ଖବର ): ବଙ୍ଗୋମୁଣ୍ଡା ବ୍ଲକ ଅର୍ସାତୁଲା ପଞ୍ଚାୟତ କାର୍ଯ୍ୟାଳୟରେ ଆମ ଓଡ଼ିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ସୁନିତା ପୁଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ବରିଷ୍ଠ ବିଜେଡି ନେତା ଅଜୟ ଦାସ ,  ଜିଲ୍ଲା ବିଜେଡି ସାଧାରଣ

ସମ୍ପାଦକ ଫିରୋଜ ଖାଁ , ରାଜ୍ୟସଭା ସାଂସଦ ରୋଗୀ କଲ୍ୟାଣ ବିଭାଗ ପ୍ରତିନିଧି ସୁବାଷ ଜୈନ, ଏପିଓ ଲକ୍ଷ୍ମଣ ବାଗ , ବ୍ଲକ ସାମାଜିକ ସମୀକ୍ଷକ ସୁଶୀଲ ପୋଢ଼, ଓଡିଶା ଜୀବିକା ମିଶନର ବିଏଲସି ଡ଼: ସତ୍ୟପ୍ରିୟ ବେହେରା , ଜିଆରଏସ ଦିନେଶ ଜାଳ, ସଚିନ ବିଭାର , ନାଏବ ସରପଞ୍ଚ ସୁମିତ୍ରା ଥପା, ସମିତି ସଭ୍ୟା ସୁମିତ୍ରା ଜାଳ, କାର୍ଯ୍ୟନିର୍ବାହୀ ଅଧିକାରୀ କିରଣଵାଲା ମହାନ୍ତି, ସମିତି ସଭ୍ୟା ବିନୋଦିନି ବାଗ, ପ୍ରଦୀପ ଜାଳ, ଗୋବିନ୍ଦ ପୁଟେଲ, ଜିତେନ୍ଦ୍ର ବଛା ପ୍ରମୂଖ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଯୋଗାଣ ସହାୟକ ନେତ୍ରାଣନ୍ଦ ସୁନା, ଜିଓଟେଗ ହୃଦାନନ୍ଦ ମହାନନ୍ଦ ଓ ୱାଡ଼ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like