-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବାର୍ଷିକ ଉତ୍ସବ ସମାରୋହ - ମହୁଲ ପଡା ସେବାଶ୍ରମ

16-Feb-2024



ବୋଡ଼େନ  (ଡୋଲେସ୍ଵର ଵାଗ ) ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ମହୁଲ ପଡା ସେବାଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ । ଆମେ ଯେଉଁପରି ଗଠନ ଦେବା ତାର ରୂପରଙ୍ଗ ସେହିପରି ଚମକି ଉଠିବ ।ଠିକ୍ ସେଭଳି ବିଦ୍ୟାଳୟରେ ମଧ୍ୟ ଅନେକ ପ୍ରତିଭା ସଂପନ୍ନ ଶିଶୁ ଆସିଥାନ୍ତି। ପ୍ରତ୍ୟେକ ଶିଶୁ ପାଖରେ ଅଜସ୍ର ସୃଜନୀ,କଳା, କୌଶଳ ଭରି ରହିଥାଏ ।ଆମେ ତାହାକୁ ସୁଯୋଗ ଦେଲେ ଶିଶୁର ସାମଗ୍ରିକ ବିକାଶ ହୋଇପାରିବ । ବିଦ୍ୟାଳୟର ବାର୍ଷିକ ଉତ୍ସବ ଠିକ୍ ସେହି ପରି ଶିଶୁଙ୍କ କଳା ସଂସ୍କୃତି କ୍ରୀଡ଼ା କୁ ଆଗେଇ ନେବାପାଇଁ ମିନି ମହୋତ୍ସବ ପରି କାର୍ଯ୍ୟକରେ । ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ମହୁଲପଡା ସେବାଶ୍ରମ ବିଦ୍ୟାଳୟ ଏକ ଅନୁସୂଚୀତ ଜାତି ଓ ଜନଜାତିଙ୍କ ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ଏକ ଆବାସିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଲ ସିଂହ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ବାର୍ଷିକ ଉତ୍ସବ ପାଳିତ ହୋଇଅଛି ।ଏଥିରେ ମୁଖ୍ୟ ଅତିଥି ଜିଲ୍ଲା ଶିକ୍ଷା ନିରୀକ୍ଷକ ଉଦୟ ସିଂ‌ ମାଝୀ, ସମ୍ମାନୀତ ଅତିଥି ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ପ୍ରସାଦ ଖମାରୀ, ଜିଲ୍ଲା ଶିକ୍ଷକ ସଂଘ ର ସଭାପତି ଶୁଶୀଳ କୁମାର ପତୀ, ବ୍ଲକ ଶିକ୍ଷକ ସଂଘ ସଭାପତି ଶ୍ୟାମ କୁମାର ଦଣ୍ଡସେନା,ଖଇର ପଦର ପ୍ରଧାନ ଶିକ୍ଷକ ବିପିନ ମାଳି ,ନଙ୍ଗଲବୋର୍ଡ ପ୍ରଧାନ ଶିକ୍ଷକ ଖଗେଶ୍ବର ମାଝୀ ,ଶିକ୍ଷକ ପ୍ରସନ୍ନ ମାଝୀ ,ଉପ୍ରା ବିଦ୍ୟାଳୟ ବରିଷ୍ଠ ଶିକ୍ଷକ ମହାବୀର ଯୋଷୀ, ମୁଖ୍ୟ ବକ୍ତା କନକ ବର୍ଦ୍ଧନ ସାହୁ ମଞ୍ଚାସୀନ ହୋଇଥିଲେ ।

ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଂଗୀତ ଗାନ ହୋଇଥିବା ବେଳେ ସେବିକା ଜୋସ୍ନାମୟୀ ଜଗତ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ଶିଶୁର‌ ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ଉନ୍ନତି ମୂଳକ ପଦକ୍ଷେପ ତଥା ଶିଶୁ ପ୍ରତିଭାକୁ ପୁଷ୍ପିତ କରିବା ପାଇଁ ବିଦ୍ୟାଳୟର ଅବଦାନ ସଂପର୍କରେ ଅତିଥିମାନେ ନିଜର ବକ୍ତବ୍ୟରେ ପ୍ରଦାନ‌କରି ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ । ଶେଷରେ ଶିକ୍ଷକ ଡ଼ିସମ୍ବର ମେହେର ଧନ୍ୟବାଦ ଅର୍ପଣ କରିଥିଲେ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଦର୍ଶକମାନଙ୍କର ମନକୁ ଆକର୍ଷିତ କରିପାରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like