-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ୧୮ ତମ ବାର୍ଷିକ ଉତ୍ସବ....

16-Feb-2024



କର୍ଲାମୁଣ୍ଡା:(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ୧୮ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ ସଭାରେ ସରସ୍ୱତୀଶିଶୁ ବିଦ୍ୟାମନ୍ଦିର ସଭାପତି ସୁଦର୍ଶନ ସାହୁ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭା ସଂସଦ ସୁଜିତ କୁମାର, ମୁଖ୍ୟ ବକ୍ତା ଭାବେ ସହଜିଲ୍ଲା ପ୍ରମୁଖ  ମନ୍ନ୍ମଥ କୁମାର ମିଶ୍ର ସମ୍ମାନିତ ଅତିଥି ବ୍ଲକ ଅଧକ୍ଷ୍ୟା କୁନି ସାହୁ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ସୁରେଶ ଚୌଧୁରୀ, ଶିଶୁମନ୍ଦିର ର ସମ୍ପାଦକ କାହ୍ନୁ ଚରଣ ସାହୁ,ପ୍ରଧାନଆଚର୍ଯ୍ୟ ଶାନ୍ତନୁ ମିଶ୍ର,ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ପ୍ରମୁଖ ଯୋଗ ଦେଇ ଉତ୍ତମ ମଣିଷ ତିଆରିରେ ଗୁରୁଜୀ ଗୁରୁମା ଙ୍କ ସହିତ ଅଭିଭାବକ ଅଭିଭାବିକା ମାନଙ୍କ ମଧ୍ୟ ସମାନ  ଭୂମିକା ରହିଛି ବୋଲି କହିଥିଲେ।

ଏଥିରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଭଉଣୀ ଭାଇ ଓ ସଫଳତା ପାଇଥିବା ପୁରାତନ ଭଉଣୀ ଭାଇ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ବିଦ୍ୟାମନ୍ଦିର ର ନୂତନ ଗୃହ ନିର୍ମାଣ ପାଇଁ ଭୂମୀ ଦେବାରେ ସହଯୋଗ କରିଥିବା ରିଂଜା ଗ୍ରାମ ର କରୁଣା ଭୋଇ ଓ ତାଙ୍କ ଧର୍ମପତ୍ନୀ  ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।କାର୍ଯ୍ୟକ୍ରମ ରେ  ଭଉଣୀ ଖିତିସ୍ମିତା ଭୋଇ ସଂଯୋଜନା କରିଥିଲେ ଓ ପୁରସ୍କାର ବିତରଣ ସଭାରେ ଗୁରୁଜୀ ତୁମ୍ବେଶ୍ୱର ସାହୁ ସଂଯୋଜନା କରିଥିଲେ। ଶେଷରେ ଯୁଗ୍ମ ସମ୍ପାଦକ ଜତୀନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ସମସ୍ତ ଗୁରୁଜୀ ଗୁରୁମା, ଅଭିଭାବକ ଅଭିଭାବିକା, ପରିଚାଳନା ସମିତିର କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ।ଭଉଣୀ ଭାଇ ମାନଙ୍କ ଦ୍ଵାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ମାନଙ୍କ ମନ ମୋହିଥିଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like