-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଲୁପ୍ତପ୍ରାୟ ସଂକୀର୍ତନ୍ୟ କୁ ଉଜ୍ଜୀବିତ ପାଇଁ ସମାଜସେବୀଙ୍କ ନିଆରା ପ୍ରୟାସ

17-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଆଧୁନିକତା ମଧ୍ୟରେ ଗ୍ରାମାଞ୍ଚଳର ସଂକୀର୍ତନ୍ୟ ଧାରାରେ ଲୋପପାଇ ଆସୁଥିବା ମୃଦଙ୍ଗ(ଖୋଳ ) ର ପୁନଃରୁଦ୍ଧାର ପାଇଁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ର ବିଶିଷ୍ଟ ସମାଜସେବୀ ଶ୍ରୀକାନ୍ତ ମିଶ୍ର ଙ୍କ ନିଆରା ପ୍ରୟାସ ଚର୍ଚ୍ଚାର ବିଷୟ ହୋଇଛି l ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମହିମା, କଳା ସଂସ୍କୃତି ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁ ସେ ଚେଷ୍ଠିତ l ସେବା ପାଇଁ ଉତ୍ସର୍ଗୀକୃତ ଶ୍ରୀ ମିଶ୍ର ଲୋକଙ୍କ ସେବା କରିବାପାଇଁ ନିଜ ଚାକିରିରୁ ଇସ୍ତଫା ଦେଇ ସୋନପୁର ଜିଲ୍ଲା ଡାକ୍ତରଖାନାରେ ଅବହେଳିତ ଦୁଃସ୍ଥ ରୋଗୀଙ୍କ ସହିତ ସାକ୍ଷାତ କରି ତାଙ୍କର ସମସ୍ୟାର ସମାଧାନ ପାଇଁ ତାଙ୍କର ପ୍ରୟାସ ଅତୁଳନୀୟ । ସେହିପରି ଏବେ କଣ୍ଟାମାଳ ବ୍ଳକର ପ୍ରତ୍ୟେକ ଗ୍ରାମକୁ ଯାଇ ହରିନାମ ସଂକୀର୍ତ୍ତନ ପାଇଁ ପ୍ରତ୍ୟେକ ଗ୍ରାମରେ ଲୁପ୍ତ ପାଇଥିବା ସଂକୀର୍ତ୍ତନଦଳଙ୍କୁ ଉତ୍ସାହିତ କରି ମୃଦଙ୍ଗ , ତାଳ ଆଦି ପ୍ରଦାନ କରି ଲୋକଙ୍କ ଦୁଃଖ ସୁଖରେ ସାମିଲ ହେବାର ପ୍ରତିଶୃତି ଦେଉଛନ୍ତି । ଅଦ୍ୟାବଧି ଶହେରୁ ଅଧିକ ମହିଳା ଓ ପୁରୁଷ ସଂକୀର୍ତ୍ତନ ଦଳକୁ ଉତ୍ସାହିତ କରିସାରିଲେଣି । ଗୁରୁବାର କଣ୍ଟାମାଳ ବ୍ଲକଛକ ସ୍ଥିତ ଶ୍ରୀରାମ ମନ୍ଦିର କମିଟିକୁ ଖୋଳ ସହ ପ୍ରଦାନ କରି ଉତ୍ସାହିତ କରିଛନ୍ତି l ଖୋଳ ପ୍ରଦାନ ସମୟରେ ମନ୍ଦିର କମିଟିର ସଭାପତି ସନ୍ତୋଷ କୁମାର ବିଶି, ସମ୍ପାଦକ ଦାମୋଦର ସ୍ୱାଇଁ, ପୂଜକ ଆନନ୍ଦ ଚନ୍ଦ୍ର ପାଢ଼ୀ, ରବୀନ୍ଦ୍ର କୁମାର ମହାପାତ୍ର, ଜୟ କୁମାର ମହାରଣା, ନୀଳାଞ୍ଚଳ ଗୁରୁ, ପ୍ରଦୀପ କୁମାର ଦାସ, ଅରୁଣ ସାହୁ ପ୍ରମୁଖ ଉପସ୍ଥିତ ରହି ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମ ଙ୍କ ନିକଟରେ ଶ୍ରୀ ମିଶ୍ର ଙ୍କ ଉତ୍ତରୋତ୍ତର ଉନ୍ନତି ଓ ପ୍ରଗତି ପାଇଁ ପ୍ରାର୍ଥନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like