-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଗ୍ୟାସ୍ ସିଲିଣ୍ଡର୍ ବିସ୍ଫୋରଣରେ ଚାରି ମୃତ ମାଁ ଙ୍କୁ ଝୁରିଝୁରି ଜୀବନ ହାରିଦେଲା ପୁଅ

17-Feb-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ମୃତ୍ୟୁ ବେଳେ ବେଳେ ଏମିତି ସମୟରେ ଆସିଥାଏ ଯାହାକି ଅଞ୍ଚଳ ରେ ସ୍ତବ୍ଧ କରିଦେଇଥାଏ। ଏମିତି ଏକ ହୃଦୟ ବିଦାରକ ଘଟଣା ଘଟିଥିଲା ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ କାନୁଟ ଗାଁ ରେ। ସୂଚନା ଅନୁଯାୟୀ ଗତ ୧୦.୨.୨୪ ଦିନ ଘଟିଥିଲା ଏକ ଚାଞ୍ଚଲ୍ୟକର ଘଟଣା ଯାହାକି ଆଖିରେ ଦେଖିଲି ତା ବର୍ଣ୍ଣନା କରି ହୁଏନି। ପୁରା ଉଜାଡ଼ି ଦେଇଛି ପରିବାର। ଉକ୍ତ ଗ୍ରାମର ଅଦାବରିଆ ପରିବାର ଟିଭି ଦେଖିଥିବା ସମୟରେ ଗ୍ୟାସ୍ ଲିକ୍ ବିସ୍ଫୋରଣ ହୋଇଯାଇଥିଲା।ସେ ବିସ୍ପୋରଣ ଭିତରେ ପଶି ଯାଇଥିଲେ ସାରା ପରିବାର ସଦସ୍ୟ ଓ ଜଣେ ପଡୋଶୀ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ଙ୍କ ସହାୟତା ରେ ପ୍ରଥମେ ନିକଟସ୍ଥ କଣ୍ଟାବାଞ୍ଜି ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା।ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ତାପରେ ବୁର୍ଲା ମେଡ଼ିକାଲ ପଠାଯାଇଥିଲା ଶେଷରେ ରାଉରକେଲା ହସ୍ପିଟାଲ୍ ନିଆଯାଇଛି।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଥମେ ଭାନୁମତୀ ଙ୍କ ଜୀବନ ଦୀପ ଲିଭି ଯାଇଥିବା ବେଳେ ଆଉ ଦୁଇଦିନ ପରେ ପୁଅ ମହେଶ୍ୱର ର ସ୍ବର ଆଉ ଶୁଣିବାକୁ ମିଳିନଥିଲା। ତତ୍ ପରେ ମାଲତୀ ମହାଖୁଡ ଙ୍କ ଦେହାନ୍ତ ହେଇଯାଇଥିଲା ଭୈରବୀଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଦୁଇ ଜଣ ଦୁତି ଅତାବରିଆ ଓ ଭାଗ୍ୟବତୀ ଅଦାବରିଆ ମୃତ୍ୟୁ ସହିତ ସଂଗ୍ରାମ ଜାରି ରହିଛି।ଏ ଘଟଣା ଘଟିବା ଦିନ ଠାରୁ ମାଲତୀ ମହାଖୁଡ ଙ୍କ ୧୬ ବର୍ଷିୟ ପୁଅ ଦ୍ରୋଣ ମହାଖୁଡ ମାନସିକ ଭାରସାମ୍ୟ ହରାଇ ମାଁ ର ସ୍ନେହ ବ୍ୟାକୁଳ ରେ ଶେଷରେ ଝୁରିଝୁରି ଜୀବନ ହାରିଦେଇଛନ୍ତି।ଏ ବିଷୟରେ ଖବର ବେଲପଡା ପୋଲିସ, ତହସିଲଦାର ବନ ବିହାରି ହରପାଳ ଓ ବିଡ଼ିଓ ରାଜେଶ କୁମାର ମେହେର ଘଟଣା ସ୍ଥଳରେ ପହଁଚି ଶୋକାକୁଳ ଅବସ୍ଥାରେ ସାନ୍ତ୍ଵନା ଦେବା ସହିତ ସରକାରୀ ସହାୟତା ଦେବେ ବୋଲି କହିଛନ୍ତି। ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଆଣି ଶବ ବ୍ୟବଚ୍ଛେଦ ପରେ ସମ୍ପର୍କୀୟ ଙ୍କୁ ମୃତ ଶରୀର ପ୍ରଦାନ କରି ଶବ ସତ୍କାର ପାଇଁ କହିଥିଲେ। ଏପଟେ ମାଁ ଙ୍କ ଶବ ସନ୍ଧ୍ୟାରେ ପହଞ୍ଚି ଥିବା ବେଳେ ଅନ୍ୟ ତିନିଜଣ ଙ୍କ ଶବଦାହ ସରିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like