-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||     

HOME   ଜିଲ୍ଲା

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ରେ ବିକାଶ ର ବାର୍ତା ଦେଲେ ବିଧାୟକ

17-Feb-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ରାଜ୍ୟ ସରକାରଙ୍କ ନେତୃତ୍ୱ ରେ ସାରା ରାଜ୍ୟରେ ହେଉଥିବା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ର ଅଷ୍ଟମ ଦିବସ ଥିବା ବେଳେ ଆଜି ବେଲପଡା ବ୍ଳକ ଉପାନ୍ତ ଅଞ୍ଚଳ ବାଗଦୋର ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ଲୋକ ପ୍ରିୟ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟ ର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି), ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ଜିଲ୍ଲା ପରିଷଦ ଜୟ ଧରୁଆ, ବାଗଦୋର ପଞ୍ଚାୟତ ର ଯୁବ ସରପଞ୍ଚ ସରପଞ୍ଚ ପ୍ରଦୀପ କୁମାର ବେହେରା,ପିଇଓ କରମବୀର ତାଣ୍ଡି ପ୍ରମୁଖ ମଞ୍ଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଆମ ଓଡ଼ିଶା ନବୀନ ଓଡ଼ିଶା ର ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ ମଞ୍ଚ ପରିଚାଳନା କରିଥିଲେ। ଉପାନ୍ତ ଅଞ୍ଚଳ ରେ ବିକାଶ ପହଞ୍ଚି ପାରୁନଥିବା ବେଳେ ବିଧାୟକ ସରୋଜ କୁମାର ମେହେର ଓ ସରପଞ୍ଚ ପ୍ରଦୀପ କୁମାର ବେହେରା ଙ୍କ ପ୍ରଚେଷ୍ଟାରେ ଅନେକ ଗୁଡ଼ିଏ ବିକାଶ କାର୍ଯ୍ୟକାରୀ ହୋଇଛି। ରାଜ୍ୟ ସରକାରଙ୍କ ଅନେକ ଯୋଜନା ବିଷୟରେ ଲୋକମାନଙ୍କୁ ଅବଗତ କରାଯାଇଅଛି । ତନ୍ମଧ୍ୟରୁ ବିକାଶ ଅଭିମୁଖୀ ଯୋଜନା ମାନଙ୍କ ପର୍ଯ୍ୟବେକ୍ଷଣ କରାଯାଇଥିଲା। ଯଥା ୧୪ ଟି ପ୍ରକଳ୍ପ ପାଇଁ ୫୦ ଲକ୍ଷ ଟଙ୍କା ର ବ୍ୟୟ ଅଟକଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଉକ୍ତ ରେ ପଞ୍ଚାୟତ କୁ ଦିଆଯାଇଥିଲା ଓ ୧୯୫୫ ପରିବାର ବର୍ଗଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି। ତତ୍ ସହିତ ୧୧୦୧ ପରିବାର ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କର କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ୪୦୭ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଯୋଜନା ରେ ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ ବ୍ୟବସ୍ଥା କରାଯାଇଛି ଏବଂ ୨୮ ଟି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଙ୍କୁ ମିଶନ ଶକ୍ତି ମାଧ୍ୟମରେ ମୋଟ ୮୧୯୭୦୦ ଟଙ୍କା ବିନା ସୁଧରେ ଋଣ ପ୍ରଦାନ କରାଯାଇଛି।

ତତ୍ ସହିତ ୧୯୫୫ ପରିବାର ଙ୍କୁ ରାସନ୍ କାର୍ଡ ମାଧ୍ୟମରେ ରାସନ୍ ଯୋଗାଇ ଦିଆଯାଇଛି।୧୦୫ ଗର୍ଭବତୀ ମହିଳାଙ୍କୁ ମମତା ଯୋଜନା ରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏବଂ ମିଶନ ଶକ୍ତି ମାଁ ମାନଙ୍କ ପାଇଁ ଆନୁଗତ୍ୟ ଅନୁଯାୟୀ ବ୍ୟାଙ୍କିଙ୍ଗ ସୁବିଧା ପାଇଁ ଆମ ବ୍ୟାଙ୍କ ସୁବିଧା କରାଯାଇଛି। କିଛି ଲୋକ ଙ୍କ ସମସ୍ୟା ର ଅଭିଯୋଗ କୁ ମାନ୍ୟବର ବିଧାୟକ ଗ୍ରହଣ କରି ଶୁଣାଣି କରିଥିଲେ। ପରିଶେଷରେ ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ ଧନ୍ୟବାଦ ଅର୍ପଣ କରି ସଭାସ୍ବାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026

You Might Also Like