-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ରାଜ୍ୟ

ଅବକାରୀ ପୁଲିସ ଦ୍ୱାରା ଗଞ୍ଜେଇ ଜବତ, ଜଣେ ଗିରଫ

17-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ ଅବକାରୀ ପୁଲିସ ଆଜି ସକାଳେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଗଞ୍ଜେଇ  ସହ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ  l   ମିଳିଥିବା ସୂଚନାନୁସାରେ କଣ୍ଟାମାଳ ଅବକାରୀ ଥାନାଧିକାରୀ ସୂର୍ଯ୍ୟକାନ୍ତ ମଲିକ ଙ୍କ ତତ୍ୱାବଧାନରେ ଆଜି ସକାଳୁ କଣ୍ଟାମାଳ ଥାନା ଅନ୍ତର୍ଗତ କୁମେଲବନ୍ଧ ଛକ ନିକଟରେ ପେଟ୍ରୋଲିଙ୍ଗ କରୁଥିଲେ  l  ଏହି ସମୟରେ କୁମେଲବନ୍ଧ ଛକ ରାସ୍ତାରେ ଗୋଟିଏ ବସ୍ତା ନେଇ ଯାଉଥିବା ଜଣେ ବ୍ୟକ୍ତି କୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲେ  l   ଯାଞ୍ଚ ସମୟରେ ବସ୍ତା ଭିତରୁ ଗଞ୍ଜେଇ ଜବତ କରିଥିଲା  l  ଜବତ ଗଞ୍ଜେଇ ର ପରିମାଣ 12.5କିଲୋଗ୍ରାମ ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ଲୋକନାଥ ଦିଗାଲ (47)ବର୍ଷ ବୋଲି ତଦନ୍ତରୁ ଜଣାଯାଇଥିଲା  l  ଏନେଇ କଣ୍ଟାମାଳ ଅବକାରୀ ଥାନା ପକ୍ଷରୁ ଏନଡିପିଏସ କେଶ ନମ୍ବର 175/2024 ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଥାନାଧିକାରୀ ଶ୍ରୀ ମଲ୍ଲିକ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like