-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଅଷ୍ଟମ ସମୀକ୍ଷା ବୈଠକ ଅନୁଷ୍ଠିତ

18-Feb-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ପାପଡା ହାଣ୍ଡି ବ୍ଳକ ର ଚନ୍ଦ୍ରପୁର ଗ୍ରାମ ପଞ୍ଚାୟତ ର  ଆଞ୍ଚଳିକ ସାଧନ କେନ୍ଦ୍ର -ସେମଳା ଅନ୍ତର୍ଗତ ରେ ସରକାରୀ ପ୍ରାଥମିକ ବିଦ୍ୟାଳୟ ଭଗତ ଗୁଡା ରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ଚନ୍ଦନ,ହଳଦି ଚାଉଳ, ପୁଷ୍ପ ଦ୍ବାରା ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ, ପ୍ରଧାନ ଶିକ୍ଷକ ମହାଶୟ କୁ ସ୍ଵାଗତ ସମ୍ବର୍ଦ୍ଧନା କରିଥିଲେ। ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ହରିଜନ ତରଫରୁ ଏ ମାସର , ଏଜେଣ୍ଡl  କାର୍ଯ୍ୟସୁଚି ଆଧାରରେ ଆଲୋଚନା ହୋଇଥିଲା।ଗୁଗୁଲ ଫର୍ମ, ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସଫଳତମ ରୂପରେଖ ପାଇଁ ପରିସ୍ଥିତି ଵାଵଦରେ  ଆଲୋଚନା ସହ ପ୍ରଧାନ ଶିକ୍ଷକ ମାନଙ୍କ ର ଅଂଶ ଗ୍ରହଣ  ଚମତ୍କାର ହୋଇଥିଲା। ମୌଳିକ ସଂଖ୍ୟା ଜ୍ଞାନ ଓ ଭାଷା ସାକ୍ଷରତା କାର୍ଯ୍ୟକ୍ରମ ର ଟ୍ରାକର ମାଧ୍ଯମରେ ପିଲାମାନଙ୍କ ଉନ୍ନତି ସମୀକ୍ଷା, ରାଜ୍ୟ ସ୍ତରୀୟ ଶିକ୍ଷା ସମୀକ୍ଷା ସର୍ଭେ -2024, ସାମଗ୍ରିକ ପ୍ରଗତି ପତ୍ର ମାନ ନିର୍ଦ୍ଧାରଣ,ଗଠନ ମୂଳକ ମାନ ନିର୍ଦ୍ଧାରଣ ମୌଳିକ ସ୍ତର, ପ୍ରସ୍ତୁତି ଓ ମଧ୍ୟମ ସ୍ତର ଵାଵଦରେ ଆଲୋଚନ ହୋଇଥିଲା।

ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଵାଵୁଲାଲ ହରିଜନ ସମସ୍ତ ପ୍ରଧାନ ଶିକ୍ଷକ ମାନଙ୍କ ଆନ୍ତରିକ ଭାବନା ଜାତ ହେଲେ ସମସ୍ତ ବିଦ୍ୟାଳୟ ଏମିତି ହୋଇପାରିବ ଵୋଲି ମତ ପୋଷଣ କରିଥିଲେ। ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ସମସ୍ତ କୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା କରିଥିଲେ।ବୈଠକ ଶେଷରେ ସମସ୍ତ ପ୍ରଧାନ ଶିକ୍ଷକ ବିଦ୍ୟାଳୟ ପରିବେଶ ରେ ଭ୍ରମଣ କରି ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ  ବିଦ୍ୟାଳୟ ପରିଚାଳନା କମିଟି ର ସହଯୋଗ ର ବିଦ୍ୟାଳୟ ପରିବେଶ ଉନ୍ନତିକରଣ କାର୍ଯ୍ୟକ୍ରମ କୁ ଉଚ୍ଚ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like