-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ କାଲି ଠୁଁ ଗଡ଼ିବ ଲକ୍ଷ୍ମୀ ବସ - ଦୁର୍ଗମ ଅଞ୍ଚଳ ର ଲୋକଙ୍କ ଯାତ୍ରା ହେବ ସହଜ ଓ ସୁବିଧା

18-Feb-2024



ସୋନପୁର,( ମନୋରଞ୍ଜନ ତ୍ରିପାଠୀ )
ସମସ୍ତ ଜିଲ୍ଲା ର ଗ୍ରାମାଞ୍ଚଳରେ ଯାତ୍ରୀ  ପରିବହନ ବ୍ୟବସ୍ଥା କୁ ଗୁରୁତ୍ୱ ଦେଇ  ମୁଖ୍ୟମନ୍ତ୍ରୀ ଓଡ଼ିଶା ରେ ସାରା ରାଜ୍ୟରେ ଲକ୍ଷ୍ମୀବସ ସେବା ଯୋଜନା ଆରମ୍ଭ କରିଥିବା ବେଳେ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାରେ ଏହି ଲକ୍ଷ୍ମୀ ବସ ଚଳାଚଳ ର ଶୁଭାରମ୍ଭ ହେବ । ଏଥିପାଇଁ ସୋନପୁର ବି ଡି ଓ ସୌମ୍ୟ ରଞ୍ଜନ ସ୍ବାଇଁ ଙ୍କ ସହଯୋଗ ରେ  ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ର ଜୋର୍ ଦାର ପ୍ରସ୍ତୁତି ଚାଲିଥିବା ଆର ଟି ଓ ଶ୍ରୀ ଅକ୍ଷୟ କୁମାର୍ ଜେନା ଙ୍କ ଠାରୁ ସୂଚନା ମିଳିଛି l ଦିବା ୧୧ ଘଣ୍ଟା ୩୦ ମିନିଟ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭରଚୁଆଲ ମାଧ୍ୟମରେ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ରାଜ୍ଯ ସ୍ଵାସ୍ଥ୍ୟ ମନ୍ତ୍ରୀ  ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ବିରମହାରାଜପୁର  ବିଧାୟକ ପଦ୍ମନାଭ ବେହେରା, ଜିଲ୍ଲାପାଳ ଅନ୍ୟl ଦାସ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ  ରହିଛି l  ଜିଲ୍ଲାର ୬ ଗୋଟି ବ୍ଲକରେ ଏହି ଲକ୍ଷ୍ମୀ ବସ ଯାତ୍ରା ଉପଲବ୍ଧ ହେବାକୁ ଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୧୭ ଗୋଟି ଲକ୍ଷ୍ମୀ ବସ ଚଳାଚଳ ପାଇଁ ଆଜି ବ୍ୟବସ୍ଥା କରାଯାଇଥିବା ବିଷୟ ସୂଚନା ମିଳିଛି l ଏଥି ପାଇଁ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସମେତ ସୋନପୁର ବ୍ଲକ   କାର୍ଯ୍ୟାଳୟ ଆଜି ଚଳ ଚଞ୍ଚଳ ଥିବା ଦେଖିବକୁ ମିଳିଛି l ନୂତନ ଡ୍ରାଇଭର, କଣ୍ଡକ୍ଟର ମାନଙ୍କୁ ପୋଷାକ, ଟିକେଟ ମେସିନ ମଧ୍ଯ ପ୍ରଦାନ  କରାଯିବ l ଏହି ବସ ଚଳାଚଳ ପରେ ସୁବର୍ଣ୍ଣପୁର ଜିଲ୍ଲାର ବହୁ ଅପହଞ୍ଚ ଅଞ୍ଚଳରେ ସ୍ଵଳ୍ପ ମୂଲ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥା ସହଜ ଭାବେ ଉପଲବ୍ଧ ହେବା ସହ ଛାତ୍ରଛାତ୍ରୀ, ମହିଳା ଓ ଦିନମଜୁରିଆ ସମେତ ସାଧାରଣ ଜନତା ବ୍ଲକ ଓ ଜିଲ୍ଲା ମୁଖ୍ୟାଳୟ କୁ ଯିବାଆସିବା ସହଜ ଓ ସୁବିଧା ହେବ ବୋଲି ଆର ଟି ଓ କହିଛନ୍ତି l ଏଥିରେ ସମସ୍ତ ଜନ ପ୍ରତିନିଧି, ପ୍ରଶାସନ ଅଧିକାରୀ, ମିଶନଶକ୍ତି ମହିଳା ଏବଂ ବୁଦ୍ଧିଜୀବି ସାମିଲ ହେବେ ବୋଲି ସୁବର୍ଣ୍ଣପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like