-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରୁ ଆଜମେର-ପୁସ୍କରକୁ ବରିଷ୍ଠନାଗରିକ ତୀର୍ଥଯାତ୍ରା ର ଶୁଭାରମ୍ଭ

18-Feb-2024



ବଲାଙ୍ଗୀକ୍ସ(ପ୍ରେରଣା ଖବର)-ରାଜ୍ୟସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ବଲାଙ୍ଗୀର ଜିଲ୍ଲାରୁ ରାଜସ୍ଥାନର ଆଜମେର ଓ ପୁସ୍କରକୁ ମାଗଣାରେ ତୀର୍ଥଯାତ୍ରାର ଶୁଭାରମ୍ଭ କରାଯାଇଛି । ଜିଲ୍ଲା ପର୍ଯ୍ୟଟନକାର୍ଯ୍ୟାଳୟଠାରୁ ଏକ ଭବ୍ୟ ସମାରୋହ ପରେ ମୁଖ୍ୟଅତିଥି ଭାବରେ ଯୋଗଦେଇଥିବା ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟକୁମାର ସେଠୀ ସମ୍ବଲପୁର ପର୍ଯ୍ୟନ୍ତ ନେଉଥିବା ବସକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଛି ।

ବଲାଙ୍ଗୀରରୁ ଏହି ତୀର୍ଥଯାତ୍ରାରେ ୧୭୭ଜଣ ପୁରୁଷ ଓ ମହିଳା ଯାଇଛନ୍ତି । ୩ଜଣ ତତ୍ୱାବଧାରକଙ୍କ ସହ ଏମାନେ ଆଜି ବଲାଙ୍ଗୀରରୁ ୫ଟି ବସରେ ସମ୍ବଲପୁର ପର୍ଯ୍ୟନ୍ତ ଯାଇଛନ୍ତି । ସେଠାରୁ ରାତିରେ ଏକ ସ୍ୱତନ୍ତ ଟ୍ରେନରେ ରାଜସ୍ଥାନର ଆଜମେର ପର୍ଯ୍ୟନ୍ତ ଯିବେ । ସେଠାରୁ ପୁସ୍କରକୁ ଯାଇ ଭାରତର ଏକମାତ୍ର ବ୍ରହ୍ମାମନ୍ଦିର ବୁଲି ଆସନ୍ତା ୨୪ ତାରିଖ ସକାଳେ ଫେରିବେ । ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରବିନ୍ଦ୍ରକୁମାର ଦଳେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଅନୁଷ୍ଠିତ ସଭାରେ ବରିଷ୍ଠନାଗରିକ ତୀର୍ଥଯାତ୍ରାର ମହତ୍ୱ

ବିଷୟରେ ଅତିରିକ୍ତ ଜିଲ୍ଲାପାଳ ଡ.ସେଠୀ ବୁଝାଇ ସମସ୍ତଙ୍କୁ ଫୁଲମାଳ ଦେଇ ସମ୍ମର୍ଦ୍ଧିତ କରିଥିଲେ । ସମସ୍ତେ କିଭଳି ଶାନ୍ତିଶୃଙ୍ଖଳାର ସହିତ ଯାଇ ଭଗବାନଙ୍କ ଦର୍ଶନ କରି ଶୁଭରେ ଫେରିଆସିବେ ବୋଲି ଶୁଭମନାସୀଥିଲେ । ସମ୍ମାନୀତ ଅତିଥି ଭାବରେ ଡେପୁଟି କଲେକ୍ଟର ରାଜେନ୍ଦ୍ର ନାୟକ ଯୋଗଦେଇଥିବା ବେଳେ ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜକୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like