-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଉତ୍କେଲା ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବର

18-Feb-2024



( କେଶବ ମେହେର)
କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଉତ୍କେଲା ଗ୍ରାମ ପଞ୍ଚାୟତ ଠାରେ ରବିବାର  ଦିନ ଆମ ଓଡ଼ିଶା ନବୀନ ଓଡିଶା,,ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ନରେନ୍ଦ୍ର ମାଝୀ ଓ ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ତଥା GPO ଶ୍ରୀଯୁକ୍ତ ଲମ୍ବୁ ଶିଖା ଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ଉକ୍ତ କାର୍ଯ୍ୟ କ୍ରମ ରେ ଯୋଗଦେଇଥିଲେ APD ଶ୍ରୀଯୁକ୍ତ ବିମ୍ବାଧର ସାହୁ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚନ୍ଦନ କୁମାର ସେନାପତି ଓ ସମ୍ମାନିତ ଅତିଥି ଭାବେ କେସିଙ୍ଗା  ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ପଦ୍ମନାଭ ପୁରୋହିତ, ଓ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ସିଦ୍ଧେଶ୍ଵର ମେହେର, ଯୋଗଦେଇଥିଲେ।ସେହିପରି ଭାବେ ନିମନ୍ତ୍ରିତ ଅତିଥି ଭାବେ  କଳାହାଣ୍ଡି ମହିଳା ବିଜୁ ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ଲଳିତା ନାଏକ, କେସିଙ୍ଗା ୩ ନମ୍ୱର୍ ଜୋନ ଜିଲ୍ଲା ପରିଷଦ ଶ୍ରୀମତୀ ସୁନୀତା ଶବର, ସ୍ଥାନୀୟ ସମିତି ସଭ୍ୟ ଶ୍ରୀଯୁକ୍ତ ତ୍ରିନାଥ ମାଝୀ, ଲଇତରା ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ଶ୍ରୀ ଥବିର ଗଉଡ, ସ୍ଥାନୀୟ ନାଏକ ସରପଞ୍ଚ ଶ୍ରୀମତୀ ମୀରା କୁମାର,ଉକ୍ତ ଗ୍ରାମ ପଞ୍ଚାୟତ ର GRS ,ୱାର୍ଡ ସଭ୍ୟ ,ସଭ୍ୟା, ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବହୁତ୍ ସୁନ୍ଦର୍ ଭାବେ ସଭା ପରିଚାଳନା କରାଯାଇଥିଲା lସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like