-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||     

HOME   ରାଜ୍ୟ

ଚୁଡାପାଲି ଶିଶୁମନ୍ଦିରରେ ମାତୃ ସମ୍ମିଳନୀ

19-Feb-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ଆଜି ଚୁଡ଼ାପାଲି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମାତୃ ସମ୍ମିଳନୀ ରେ ମୁଖ୍ୟ ଅତିଥୀ ଭାବେ ରୋତ୍ ମହାବିଦ୍ୟାଳୟ ର ଅବସର ପ୍ରାପ୍ତ ଓଡ଼ିଆ ପ୍ରଧ୍ୟାପକ ତଥା ଚୁଡ଼ାପାଲି ମାଟିର ସୁଯୋଗ୍ୟ ସନ୍ତାନ ଡଃ ଅରୁଣ କୁମାର ନାଏକ ଦ୍ଵୀପ ପ୍ରଜ୍ୱଳନ ପୂର୍ବକ ଶୁଭାରମ୍ଭ କରିଥିଲେ। ଡଃ ନାଏକ ମାଁ ମାନଙ୍କ ଉଦ୍ଦେଶ୍ଯ ରେ ଶିଶୁ କୁ ଗଢିବାରେ ତାଙ୍କର

ଭୂମିକା ବିଷୟ ରେ ଉଦବୋଧନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ପରିଚାଳନା ପରିଷଦ ର ସହ ସମ୍ପାଦକ ଶ୍ରୀ ରବିଚନ୍ଦ୍ର ଧରୁଆ ଓ ସଭ୍ୟା ଶ୍ରୀମତୀ ଦୁଲ୍ଲଣୀ ମେହେର ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ୟ୍ୟ ଶ୍ରୀ ଶମ୍ଭୂପ୍ରସାଦ ମହାକୁର ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିଥିଲେ। ମଞ୍ଚ ପରିଚାଳନା ଗୁରୁଜୀ ପବିତ୍ର ବାରିକ କରିଥିଲେ। ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ ମାତୃ ସମ୍ମିଳନୀ ସଫଲ ଭାବେ ସମାପନ ହୋଇଥିଲା। ଶ୍ରୀଯୁକ୍ତ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଶାନ୍ତିମନ୍ତ୍ର ପୂର୍ବକ ରାଷ୍ଟ୍ର ବନ୍ଦନା ସହ ସମ୍ମିଳନୀ ସମାପ୍ତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026

You Might Also Like