-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ଭୁସଲାଡ଼ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

19-Feb-2024



ସିନ୍ଧେକେଲା,(ପ୍ରେରଣା ଖବର ):ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁସଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥିରେ ଭୁସଲାଡ଼ ପଞ୍ଚାୟତର ସରପଞ୍ଚ ଦୀପକ କୁମାର ଛୁରା ଙ୍କ ସଭାପତିତ୍ୱ ରେ ଅତିଥି ଭାବେ ଯୁବନେତା ଫିରୋଜ ଖାଁ,ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା,ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା,ଏକାଉଣ୍ଟ ଅଫିସର ଜ୍ୟୋତିପ୍ରକାଶ ମିଶ୍ର, ବଙ୍ଗୋମୁଣ୍ଡା ବ୍ଲକ ସାମାଜିକ ସମୀକ୍ଷକ ସୁଶୀଲ କୁମାର ପୋଡ଼, ଦେଢ଼ଗାଁ ସରପଞ୍ଚ ଜୋସିଏଲ ସେନାପତି, କାର୍ଯ୍ୟନିର୍ବାହୀ ଅଧିକାରୀ ସଂକୀର୍ତ୍ତନ ମାଝୀ, ଯୁବରାଜ ବେହେରା, ଘାସିରାମ ସାହୁ, ଭୋଜରାଜ ପୁଟେଲ, ଜୟାନନ୍ଦ ବେହେରା, ଗଣେଶ ପୁଟେଲ,ବିପିଏମ ବିଜୟ ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ବିଭିନ୍ନ ଲୋକାଭିମୁଖି ଯୋଜନା ବିଷୟରେ ଆଲୋଚନା କରିଥିଲେ । ବିଭିନ୍ନ ବ୍ୟକ୍ତି ବିଶେଷ ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କମେଡି କିଙ୍ଗ ଯୋଗେଶ ଜୋଜୋ ଯୋଗ ଦେଇଥିଲେ । ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା, ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକଗୀତ ମାଧ୍ୟମରେ ଲୋକଙ୍କୁ ଜଣାଇଥିଲେ। ଏଥିରେ ଯୋଗାଣ ସହାୟକ, ଜିଓଟେଗ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା, ପଞ୍ଚାୟତ କର୍ମଚାରୀ ସହ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like