-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ଆଜିଠୁ ଗଡ଼ିଲା ଲକ୍ଷ୍ମୀ ବସ - ମନ୍ତ୍ରୀ ବିଧାୟକ ଓ ଜିଲ୍ଲାପାଳ ଟିକଟ କାଟି ଆରମ୍ଭ କଲେ ଯାତ୍ରା

19-Feb-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସମସ୍ତ ଜିଲ୍ଲା ର ଗ୍ରାମାଞ୍ଚଳରେ ଯାତ୍ରୀ  ପରିବହନ ବ୍ୟବସ୍ଥା କୁ ଗୁରୁତ୍ୱ ଦେଇ  ମୁଖ୍ୟମନ୍ତ୍ରୀ ଓଡ଼ିଶା ରେ ସାରା ରାଜ୍ୟରେ ଲକ୍ଷ୍ମୀବସ ସେବା ଯୋଜନା ଶୁଭା ରମ୍ଭ କରି ଆସୁ ଥିବା ବେଳେ ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ମହା ଆଡମ୍ବର ରେ ଏହି ଲକ୍ଷ୍ମୀ ବସ ଚଳାଚଳ ର ଶୁଭାରମ୍ଭ ହେlଇଛି । ଏଥିପାଇଁ ସୋନପୁର ବି ଡି ଓ ସୌମ୍ୟ ରଞ୍ଜନ ସ୍ବାଇଁ ଙ୍କ  ସହଯୋଗ ରେ  ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଉଦ୍ଘାଟନୀ କର୍ଯ୍ୟକ୍ରମ କୁ  ଆର ଟି ଓ ଶ୍ରୀ ଅକ୍ଷୟ କୁମାର୍ ଜେନା ସମସ୍ତ ଦାୟିତ୍ଵ ପରିଚାଳନା କରିଥିଲେ l  ଦିବା ୧୧ ଘଣ୍ଟା ୪୫  ମିନିଟ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭରଚୁଆଲ ମାଧ୍ୟମରେ ଉଦଘାଟନ କରିଥିବା  ବେଳେ ରାଜ୍ଯ ସ୍ଵାସ୍ଥ୍ୟ  ପରିବାର କଲ୍ୟାଣ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ,  ବିରମହାରାଜପୁର  ବିଧାୟକ ଶ୍ରୀ ପଦ୍ମନାଭ ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ସୁପାର ଠେଲା  ,ଜିଲ୍ଲାପାଳ ଅନ୍ୟl ଦାସ ଅତିଥି ଭାବେ ଯୋଗ ଦେଇଥିଲେ l ଏବଂ ଖୋଦ୍ ମନ୍ତ୍ରୀ, ବିଧାୟକ , ଓ ଜିଲ୍ଲାପାଳ ଯାତ୍ରୀ ମାନଙ୍କ ସହିତ ବସ୍ କଣ୍ଡକ୍ଟର ଠାରୁ ଟିକଟ କାଟି ସୋନପୁର ବ୍ଲକ ଅଞ୍ଚଳ କୁ ଯାତ୍ରା କରିଥିଲେ l  ଜିଲ୍ଲାର ୬ ଗୋଟି ବ୍ଲକରେ ଏହି ଲକ୍ଷ୍ମୀ ବସ ଯାତ୍ରା  ଏବେ ଉପଲବ୍ଧ ହୋଇ ଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ଆଜି ୧୩  ଗୋଟି ଲକ୍ଷ୍ମୀ ବସ ଚଳାଚଳ ଆରମ୍ଭ  ହୋଇଛି l   ଏଥି ପାଇଁ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସମେତ ସୋନପୁର ବ୍ଲକ   କାର୍ଯ୍ୟାଳୟ ଏବଂ ସୋନପୁର ଗାନ୍ଧୀ ଷ୍ଟାଡିୟମ୍ ଚଳ ଚଞ୍ଚଳ ଓ ପ୍ରବଳ ଭିଡ ଲାଗିଥିଲା l ନୂତନ ଡ୍ରାଇଭର, କଣ୍ଡକ୍ଟର ମାନଙ୍କୁ ପୋଷାକ, ଟିକଟ ମେସିନ ମଧ୍ଯ ପ୍ରଦାନ  କରାଯାଇଥଲା l ଆଜି ଏହି ବସ ଚଳାଚଳ ପରେ ସୁବର୍ଣ୍ଣପୁର ଜିଲ୍ଲାର ବହୁ ଅପହଞ୍ଚ ଅଞ୍ଚଳରେ ସ୍ଵଳ୍ପ ମୂଲ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥା ସହଜ ଭାବେ ଉପଲବ୍ଧ କରିବା ସହ ଛାତ୍ରଛାତ୍ରୀ, ମହିଳା ଓ ଦିନମଜୁରିଆ ସମେତ ସାଧାରଣ ଜନତା ବ୍ଲକ ଓ ଜିଲ୍ଲା ମୁଖ୍ୟାଳୟ କୁ ଯିବାଆସିବା ସହଜ ଓ ସୁବିଧା ହୋଇଛି l l  ଜିଲ୍ଲାପାଳ ଙ୍କ ତତ୍ୱlବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ ରେ  ଆର ଟି ଓ  ଶ୍ରୀ ଅକ୍ଷୟ ଜେନା ଓ ସମସ୍ତ ବ୍ଲକ୍ ବିଡ଼ିଓ ଏହା କୁ ତଦାରଖ କରିଥିଲେ l ଏଥିରେ ଜିଲ୍ଲା ର ସମସ୍ତ ଜନ ପ୍ରତିନିଧି,  ପ୍ରଶାସନ ଅଧିକାରୀ, ସମସ୍ତ ବ୍ଲକ୍ ବିଡ଼ିଓ, ମିଶନଶକ୍ତି ମହିଳା ଏବଂ ବୁଦ୍ଧିଜୀବି ସାମିଲ ହୋଇଥିଲେ l ସୋନପୁର ରେ ବସ୍ ଗଡିଲା ବେଳେ ଆଜି ଗ୍ରାମାଞ୍ଚଳ ର ମହିଳା ଯାତ୍ରୀ ମାନଙ୍କ ଖୁବ୍ ଉତ୍କଣ୍ଠା ଦେଖି ବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like