-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ର ଆଶୁକବି ହେମନ୍ତ ଦାଶଙ୍କୁ ବନଜ୍ୟୋତ୍ସ୍ନା ସାହିତ୍ୟ ସଂସଦ ଫୁଲବାଣୀ ପକ୍ଷରୁ ସମ୍ମାନଜନକ ସାରସ୍ଵତ ରତ୍ନ ଓ ଶିକ୍ଷକ ରତ୍ନ ସମ୍ମାନ ପ୍ରଦାନ

19-Feb-2024



ତୁଷୁରା: ବନଜ୍ୟୋତ୍ସ୍ନା ସାହିତ୍ୟ ସଂସଦ ଫୁଲବାଣୀ ର ଦ୍ବାତ୍ରିଂଶ ସ୍ଵନକ୍ଷତ୍ର ଉତ୍ସବ ଓ ସାରସ୍ଵତ ସମ୍ବର୍ଦ୍ଧନା ସଭା ରବିବାର ସଂଧ୍ୟା ୬ ଘଟିକା ସମୟରେ ବିଟିଂ ପଡିଆରେ ଆୟୋଜିତ ବର୍ଣ୍ଣାଢ଼୍ୟ ମଞ୍ଚରେ ଅନୁଷ୍ଠାନ ର ସଭାପତି ପ୍ରଶାନ୍ତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଂପାଦକ ଡଃ କାହ୍ନୁ ଚରଣ ସତପଥୀଙ୍କ ସଞ୍ଚାଳନ ରେ ଅନୁଷ୍ଠିତ ସଭାରେ    ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା କଲେଜର ପ୍ରତିଷ୍ଠାତା ଡଃ କାଳି ଚରଣ ଜୟସିଂହ ଯୋଗଦେଇ ମାତୃଭାଷା ର ମହତ୍ତ୍ଵ ପ୍ରତିପାଦନ କରିଥିଲେ। ଉକ୍ତ ସଭାରେ ମୁଖ୍ୟବକ୍ତା ଭାବେ ବୌଦ୍ଧ କଲେଜର ଇଂରାଜୀ ପ୍ରଫେସର ଡ଼ଃ ପ୍ରମୋଦ କୁମାର ମହାପାତ୍ର ଓ ସମ୍ମାନିତ ଅତିଥି ଭାବେ ପରମ୍ପରା ସାହିତ୍ୟ ସଂସଦ ନୟାଗଡ଼ ର ସଂପାଦକ ଡଃ ନିର୍ମଳ ଚନ୍ଦ୍ର ସୁରଦେଓ ଯୋଗ ଦେଇ ମାତୃଭାଷାକୁ କାଳଜୟୀ କରିବାକୁ ଉପସ୍ଥିତ କବିକୁଳଙ୍କୁ ଆହ୍ଵାନ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ସଂଯୋଜକ ଯଜ୍ଞଦତ୍ତ ରଥ,ସଂଯୋଜିକା ଡଃ ସୌଦାମିନୀ ମିଶ୍ର ଓ ସୁନୀତି ଆଚାରୀଙ୍କ ସୁନ୍ଦର ସଂଯୋଜନା ରେ କବିତାପାଠ ଅନୁଷ୍ଠିତ ହୋଇଥିଲା। ଏଥିରେ ଶତାଧିକ କବି, କବୟିତ୍ରୀ ସ୍ଵରଚିତ କବିତା ପାଠ କରିଥିଲେ। ଦ୍ଵିତୀୟ ପର୍ଯ୍ୟାୟରେ ଓଡିଆ ଭଷାର୍ ଅସ୍ମିତା ଶୀର୍ଷକ ଆଲୋଚନାଚକ୍ର ଓ ତୃତୀୟ ପର୍ଯ୍ୟାୟରେ ପୂଜ୍ଯପୂଜାର ପରମ୍ପରାକୁ ପାଥେୟ କରି ଓଡିଶାର ୧୩ ଜଣ ସାରସ୍ଵତ ସାଧକ, ସାଧିକାଙ୍କୁ ଉଚ୍ଛ୍ଵସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହିକ୍ରମରେ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁଷୁରା ର ବିଶିଷ୍ଟ ସାହିତ୍ୟିକ, ଶିକ୍ଷକ, ଗାଳ୍ପିକ, ସଂପାଦକ, ସଂଗଠକ ଆଶୁକବି ହେମନ୍ତ ଦାଶଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ମାନଜନକ ସାରସ୍ଵତ ରତ୍ନ ଓ ଶିକ୍ଷକ ରତ୍ନ ସମ୍ମାନ ରେ ସମ୍ମାନିତ କରିଥିଲେ। ଅତିଥି ବୃନ୍ଦ ଶ୍ରୀ ଦାଶଙ୍କୁ ଅଙ୍ଗବସ୍ତ୍ର, ପୁଷ୍ପଗୁଚ୍ଛ, ମୋମେଣ୍ଟୋ ଓ ମାନପତ୍ର ପ୍ରଦାନ କରି ଉଚ୍ଛ୍ଵସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି ସମ୍ମାନ ଗ୍ରହଣ କରିବା ପରେ ଶ୍ରୀ ଦାଶ ନିଜ ପ୍ରତିକ୍ରିୟାରେ କହିଛନ୍ତି- "ଏହା ମୋତେ ଆହୁରି ଅଧିକ ସାରସ୍ଵତ ସାଧନା କରିବାକୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି । ଏହି ସୁସମ୍ବାଦ ପ୍ରସାରିତ ହେବାପରେ ତୁଷୁରା ବିଶିଷ୍ଟ ସାହିତ୍ୟିକ ତୁଳସୀ ଜୈନ, ଡଃ ସୁଧାଂଶୁ ଭୂଷଣ ମେହେର, ବରୁଣ କୁମାର ସାହୁ ତଥା ଅନେକ ସାହିତ୍ୟିକ, ପ୍ରଶଂସକ, ବନ୍ଧୁ ପରିଜନ ଶ୍ରୀ ଦାଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like