-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ପାଷ୍ଟିକୁଡ଼ି ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବର

19-Feb-2024



କେସିଙ୍ଗା (କେଶବ ମେହେର)କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅନ୍ତର୍ଗତ ପାଷ୍ଟିକୁଡ଼ି ଗ୍ରାମ ପଞ୍ଚାୟତ ଠାରେ   ତା ୧୯/୦୨/୨୦୨୪ ରିଖ  ସୋମବାର  ଦିନ ଆମ ଓଡ଼ିଶା ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟକ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସଜନା ବାଗ ଓ ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ  ମନୋଜ କୁମାର ଶବରଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ  ଚନ୍ଦନ କୁମାର ସେନାପତି ଓ ସମ୍ମାନିତ ଅତିଥି ଭାବେ କେସିଙ୍ଗା  ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦ୍ମନାଭ ପୁରୋହିତ, ଓ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଦ୍ଧେଶ୍ବର ଶ୍ଵର ମେହେର,GPO ଶ୍ରୀଯୁକ୍ତ ଲମ୍ବୁ ଶିଖା,ଯୋଗଦେଇଥିଲେ।ସେହିପରି ଭାବେ ନିମନ୍ତ୍ରିତ ଅତିଥି ଭାବେ  କଳାହାଣ୍ଡି ମହିଳା ବିଜୁ ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ଲଳିତା ନାଏକ, ,ଉକ୍ତ ଗ୍ରାମ ପଞ୍ଚାୟତ ର GRS ,ୱାର୍ଡ ସଭ୍ୟ ,ସଭ୍ୟା, ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବହୁତ୍ ସୁନ୍ଦର୍ ଭାବେ ସଭା ପରିଚାଳନା ଶ୍ରୀ ହେମନ୍ତ ମାଝୀ lସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like