-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଶିକାଛିଡାରେ ବିଜେଡିର ବିଶାଳ କର୍ମୀ ସମାବେଶ,ସମର୍ଥକଙ୍କ ସହ ଦୁଇ ସରପଞ୍ଚଙ୍କ ଯୋଗଦାନ

19-Feb-2024



ବଲାଙ୍ଗୀର(ପ୍ରେରଣା ଖବର) -ବଲାଙ୍ଗୀର ସଦର ନିର୍ବାଚନମଣ୍ଡଳୀରେ ରାଜନୈତିକ ବାତାବରଣ ଉଷ୍ମହେବାରେ ଲାଗିଛି । ବିଜେଡି,କଂଗ୍ରେସ ଓ ବିଜେପିଦଳ ପକ୍ଷରୁ ଭୋଟରଙ୍କୁ ଆକର୍ଷିତ କରିବାକୁ ପ୍ରୟାସ ଚଳାଇଛନ୍ତି । ତେବେ ବିଜେଡି ବିଭିନ୍ନ ସରକାରୀ ଯୋଜନାକୁ ଦେଖାଇ କର୍ମୀ ମାନେ ଗାଁମାନଙ୍କୁ ଲୋକଙ୍କ ନିକଟତର ହେବାକୁ ଚେଷ୍ଟାଚଳାଇଛି । ରବିବାର ଦିନ ବଲାଙ୍ଗୀର ସଦରବ୍ଲକର ଶିକାଛିଡା ଠାରେ ବିଜେଡି ପକ୍ଷରୁ ଏକ ବିଶାଳ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୁଲାବ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡିଦଳର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ,ପୂର୍ବତନ ସାଂସଦ ତଥା ରାଜ୍ୟ ହାଉସିଂବୋର୍ଡ ଅଧ୍ୟକ୍ଷ କଳିକେଶନାରାୟଣ ସିଂଦେଓ,ଯୁବନେତା ଅର୍କେଶନାରାୟଣ ସିଂଦେଓ,ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ସଦର ବ୍ଲକର ଅଧ୍ୟକ୍ଷା ସରିତା ବାଗ,ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ହୋତା,ବ୍ଲକ ବିଜେଡି ସଭାପତି

ନୀହାରରଂଜନ ସ୍ୱାଇଁ,ଶିକାଛିଡା ସମିତି ସଭ୍ୟା ବିନିତା ପଧାନ,ବରିଷ୍ଠ ଆଦିବାସୀ ନେତା ସତ୍ୟନାରାୟଣ ଭୋଇ,କୈଳାଶ ମହାନ୍ତି,ଆଶୀର୍ବାଦ ସାହୁ(ଟିଟୁ),ଜିଲ୍ଲା ଯୁବବିଜେଡି ସଭାପତି ରାଜେନ୍ଦ୍ର ହୋତା,ଛାତ୍ରବିଜେଡି ସଭାପତି ସୁମନ ନନ୍ଦ,ପ୍ରଦ୍ୟୁମ୍ନ ହୋତା,ସନ୍ତୋଷ ପଧାନ ପ୍ରମୁଖ ଯୋଗଦେଇ ନବୀନ ସରକାର ଗାଁର ବିକାଶ ପାଇଁ ନେଉଥିବା ବିଭିନ୍ନ ଯୋଜନା ଉପରେ କହିଥିଲେ । ଏହି ସରକାର ଅମଳରେ ବଲାଙ୍ଗୀର ଜିଲ୍କାର ସର୍ବାଙ୍ଗୀନ ବିକାଶ ହୋଇଥିବା ବରିଷ୍ଠନେତାଗଣ କହିଥିଲେ ।

ଏହି ଅବସରରେ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା , ଜନହିତକାରୀ ଯୋଜନା ତଥା ବିଜେଡିଦଳର ଆଦର୍ଶରେ ଅନୁପ୍ରାଣୀତ ହୋଇ ଚିକଲବାହାଲ ସରପଞ୍ଚ ସୁରେନ୍ଦ୍ର ବିଶ୍ୱାଳ,ସିକାଛିଡା ସରପଞ୍ଚ ଘନଶ୍ୟାମ ଶତପଥି,ଚିକଲବାହାଲର କଂଗ୍ରେସନେତା ନାରାୟଣ ବେହେରା ଓ ଶଙ୍କର ସାହୁ ତାଙ୍କର ଶତାଧିକ ସମର୍ଥକଙ୍କ ସହ ବିଜେଡିଦଳରେ ଆନୁଷ୍ଠାନିକ ଭାବରେ ଯୋଗଦେଇଥିଲେ । ବିଜେଡିର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ ତାଙ୍କୁ ଫୁଲମାଳ ଦେଇ ବିଜେଡିଦଳ ପକ୍ଷରୁ ସ୍ୱାଗତ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like