-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ

20-Feb-2024



କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଉଛି। ନଗର କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳିତ ହେଉଛି। ଆଜି କେବଳ ଦୋକାନ, ବଜାର ବନ୍ଦ ରହିବ। କିନ୍ତୁ ସ୍କୁଲ ଓ କଲେଜ ସହ ସରକାରୀ ଅନୁଷ୍ଠାନ ଖୋଲା ରହିବ ବୋଲି ଜଣାଯାଇଛି। ଆଜି ସକାଳୁ ସକାଳୁ କଂଗ୍ରେସ କର୍ମୀମାନେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦ କରୁଥିବା ପରିଲକ୍ଷିତ ହୋଇଛି। ବିଧାୟକଙ୍କ ଭାଇ ତଥା ନଗରପାଳ ବରିୟାମ ସିଂ ସାଲୁଜାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଏକ ବାଇକ ରାଲି କରି ପିକେଟିଂ କରି ଦୋକାନ ବଜାରକୁ ବନ୍ଦ କରିଥିଲେ। ବନ୍ଦ ପାଳନରେ ଶତାଧିକ କଂଗ୍ରେସ କର୍ମୀ , ବିଧାୟକଙ୍କ ସମର୍ଥକ ସାମିଲ ଥିବା ଦେଖିବାକୁ ମିଳିଛି।  ଏବେ କଣ୍ଟାବାଞ୍ଜି ରେ ଜନଜୀବନ ପ୍ରଭାବିତ ହୋଇଛି।
ସୂଚନାଯୋଗ୍ୟ, ଗତକାଲି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ମିଳିଥିଲା। ତାଙ୍କୁ ହତ୍ୟା ଧମକ ନେଇ

ସହରର ଦୁଇଟି ସ୍ଥାନରେ ବ୍ୟାନର ଲାଗିଥିଲା। ଏଥିରେ ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ଉଲ୍ଲେଖ ରହିଥିଲା। କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାହାରେ ଥିବା ଏକ ଦୋକାନରେ ବ୍ୟାନର ଲାଗିଛି। ବ୍ୟାନର ଧଳା ରଙ୍ଗର ଥିବା ବେଳେ ଏଥିରେ ଲାଲ ଅକ୍ଷରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା କରିବି ବୋଲି ଲେଖା ରହିଛି। ତେବେ ବ୍ୟାନରରେ ଜଣେ ଅଜଣା ଯୁବକଙ୍କ ଫଟୋ ମଧ୍ୟ ରହିଛି। ପୋଷ୍ଟର ଦେଖି ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୁଲିସ ବ୍ୟାନର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026

You Might Also Like