-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||     

HOME   ଜିଲ୍ଲା

ଭତ୍ତା ହିତାଧିକାରୀଙ୍କୁ ବର୍ଦ୍ଧିତ ହାରରେ ଭତ୍ତା ଟଙ୍କା ବଣ୍ଟନର ଶୁଭାରମ୍ଭ କଲେ ଜିଲ୍ଲାପାଳ -

20-Feb-2024



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀ ଙ୍କ ଦୈନ୍ୟନ୍ଦିନ ଜୀବନ ଯାପନ କୁ ସହଜ ଓ ସୁଗମ କରିବା ନିମନ୍ତେ ଓଡିଶା ସରକାରଙ୍କ ତରଫରୁ ହିତାଧିକାରୀଙ୍କ ଭତ୍ତା କୁ ବର୍ଦ୍ଧିତ କରାଯାଇଛି l ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ କଳାପଥର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସମସ୍ତ ଭତ୍ତା ହିତାଧିକାରୀଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ମୁଖ୍ୟଅତିଥି ଭାବେ ଯୋଗଦାନ କରି ବର୍ଦ୍ଧିତ ହାରରେ ଭତ୍ତା ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି l ଆଜି ଶୁଭାରମ୍ଭ ରେ କଳାପଥର ପଞ୍ଚାୟତର ୪୭୫ ଜଣ ମଧୁବାବୁ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ବର୍ଦ୍ଧିତ ହାରରେ @୧000 ଓ @ ୧୨00 ଲେଖାଏଁ ତଥା ଜାତୀୟ ଭତ୍ତା ଯୋଜନାରେ ସାମିଲ ୩୬୮ଜଣ ଙ୍କୁ ବର୍ଦ୍ଧିତ ଭତ୍ତା @ ୫00 ଟଙ୍କା ଲେଖାଏଁ  ଫେବୃଆରୀ ମାସ ନିମନ୍ତେ ପ୍ରଦାନ କରାଯାଇଛି l କାର୍ଯ୍ୟକ୍ରମରେ ଅତିଥି ଭାବେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ବି ଡି ଓ ସୌମ୍ୟ ରଞ୍ଜନ ସ୍ୱାଇଁ, ସରପଞ୍ଚ କଳାପଥର ନବୀନ ଚନ୍ଦ୍ର ମେହେର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ଯୋଗଦାନ କରିଥିବା ବେଳେ, କାର୍ଯ୍ୟକ୍ରମ ରେ ପଞ୍ଚାୟତର ସମସ୍ତ ହିତାଧିକାରୀ, ଜନସାଧାରଣ ସହ ବ୍ଲକ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026

You Might Also Like