-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||     

HOME   ଜିଲ୍ଲା

ରାଜସ୍ୱ ନିରୀକ୍ଷକ ,ପରିଦର୍ଶକ ଙ୍କ ସାମୁହିକ କାର୍ଯ୍ୟ ବନ୍ଦ ଆନ୍ଦୋଳନ।

20-Feb-2024



ଧର୍ମଗଡ଼( ଜ୍ୟୋତିରଞ୍ଜନ ବେମାଲ )
 ଓଡିଶା ରାଜ୍ୟ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘ ର ଆହ୍ୱାନ କ୍ରମେ ସୋମବାର ଦିନ ଠାରୁ ଅନିର୍ଦ୍ଦିଷ୍ଟ କାଳ ପଯ୍ୟନ୍ତ ଆନ୍ଦୋଳନ କୁ ଓଲ୍ହାଇଛନ୍ତି ରାଜସ୍ୱ ନିରୀକ୍ଷକ ଓ ପରିଦର୍ଶକ କର୍ମୀ।କଳାହାଣ୍ଡି ଜିଲ୍ଲା ବିଭିନ୍ନ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୬ଦଫା ଦାବି ନେଇ ସାମୂହିକ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରୁଥିବା ଦେଖିବାକୁ ମିଳିଛି।ଏହିପରିପେକ୍ଷିରେ ଧର୍ମଗଡ ତହସିଲ କାର୍ଯ୍ୟାଳୟ ଠାରେ ଧର୍ମଗଡ ଅନ୍ତର୍ଗତ ସମସ୍ତ ରାଜସ୍ୱ ନିରୀକ୍ଷକ ଓ ପରିଦର୍ଶକ ମାନେ ଆନ୍ଦୋଳନ ରେ ବସିଛନ୍ତି।ଧର୍ମଗଡ କ୍ଷେତ୍ର ଅଧିକାରୀ ସଂଘ ର ସଭାପତି ଜିତେନ୍ଦ୍ର ନାଏକ ଙ୍କ ନେତୃତ୍ୱରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ୬ଦଫା ଦାବୀ ନେଇ ଆନ୍ଦୋଳନ ଜାରି ରଖିଛନ୍ତି।୬ଦଫା ଦାବୀ ମଧ୍ୟରେ ରାଜସ୍ୱ କର୍ମଚାରୀ ଙ୍କ କ୍ୟାଡ଼ର ପୁନଃ ଗଠନ,ସହକାରୀ ରାଜସ୍ୱ ନିରୀକ୍ଷକ ଙ୍କ ବେତନ ସଂରଚନାରେ ପରିବର୍ତ୍ତନ, ରାଜସ୍ୱ ପରିଦର୍ଶକ ଙ୍କ ନାମ କରଣ ରେ ପରିବର୍ତ୍ତନ ପ୍ରମୁଖ ଦାବୀ ରହିଛି।ଦୀର୍ଘଦିନ ରୁ ଏସବୁ ଦାବି  ସରକାର ଙ୍କ ନିକଟରେ ଉପସ୍ଥାପନ ହୋଇଥିଲେ ମଧ୍ୟ ଆଜିଯାଏ ସରକାର ଏଥିପ୍ରତି ଦୃଷ୍ଟି ଦେଇ ନ ଥିବା ସଂଘ କ୍ଷୁବ୍ଧ ପ୍ରକାଶ କରଛି।ତେବେ ସରକାର ଉପସ୍ଥାପନ ଦାବୀ ଗୁଡିକୁ ପୂରଣ ନ କଲେ ଅନିର୍ଦ୍ଦିଷ୍ଟ କାଳ ପଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଅମର କାନ୍ତ ମଙ୍ଗରାଜ ପ୍ରକାଶ କରିଛନ୍ତି।ଆନ୍ଦୋଳନ ରେ ଧର୍ମଗଡ ରାଜସ୍ୱ ପରିଦର୍ଶକ ରଞ୍ଜିତ ରାଉତ,ରାଜସ୍ୱ ନିରୀକ୍ଷକ ସନ୍ତୋଷ ପଣ୍ଡା, ରତନ୍ଦ୍ର ନିଆଲ, କିଶୋର ବୋଡ଼କିଆ,ଜେମା ମାଝୀ,ପ୍ରେମା ବାଣୁଆ,ସୁନୀଲ ପଟ୍ଟନାୟକ,ସହକାରୀ ନିରୀକ୍ଷକ ଆକବର ଶବର ଓ ରବି ଜାନି ପ୍ରମୁଖ ଉପସ୍ଥିତ ରହିଥିଲେ।ତେବେ ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକ ବିଭିନ୍ନ କାର୍ଯ୍ୟ ନେଇ ହଇରାଣ ହରକତ ହେଉଥିବା ଦେଖା ଦେଇଛି।ସାଧାରଣ ଭାବେ ସାର୍ଟିଫିକେଟ, ଜମି ଚିହ୍ନଟ, ମଣ୍ଡି କାମ ,ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ଇତ୍ୟାଦି କାମ ରେ ବ୍ୟାଘାତ ଦେଖା ଦେଇଥିବା ଜଣାପଡିଛି।ରାଜସ୍ୱ କ୍ଷେତ୍ର ଅଧିକାରୀ ଙ୍କ ଆନ୍ଦୋଳନ କୁ ଧର୍ମଗଡ ଏନ ଏ ସି ଅଧ୍ୟକ୍ଷ ଅଶୋକ ମହାନ୍ତି ସମର୍ଥନ ଜଣାଇ ଥିବା ବେଳେ ସରକାର ତାଙ୍କ ଦାବୀ କୁ ପୂରଣ କରିବା ଆବଶ୍ୟକ ଥିବା ମତ ରଖିଥିବା ବେଳେ  ସାଧାରଣ ଲୋକ ବିଭିନ୍ନ କାର୍ଯ୍ୟ ରେ ଅସୁବିଧାର ସମ୍ମୁଖୀନ ହେବେ -ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026

You Might Also Like