-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

ଟାଣୁଆ ଆଦିବାସୀ ନେତା ଦାମୋଦର ଭୋଇଙ୍କ ପରଲୋକ

20-Feb-2024



କଣ୍ଟାମାଲ( ଜୟ କୁମାର ମହାରଣା )
 ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଆମ୍ବଗାଁ ପଞ୍ଚାୟତ  କୁରୁକୁପା ଗ୍ରାମର ଜଣାଶୁଣା ପୁରୁଖା ରାଜନୈତିକ ତଥା ଅଂଚଳର ଟାଣୁଆ ଆଦିବାସୀ ନେତା ଦାମୋଦର ଭୋଇ ଙ୍କ ଆଜି ପରୋଲୋକ ହୋଇଯାଇଛି  l  ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହେଉଥିଲl  l  ସ୍ବର୍ଗତ ଭୋଇ ଗତକାଲି  ହଠାତ ଅସୁସ୍ଥ ଅନୁଭବ କଲେ । ଫଳରେ ଗ୍ରାମର ଗୁରୁଦେବ ସା ଓ ପରିବାର ଲୋକେ ତାଙ୍କୁ ସଂଗେ ସଂଗେ ବଲାଙ୍ଗିର ମେଡ଼ିକାଲକୁ ନେଇଥିଲେ। ପରୀକ୍ଷା ପରେ ବ୍ରେନଷ୍ଟ୍ରୋକ ହୋଇଥିବା ଡାକ୍ତର କହିଥିଲେ। ସ୍ୱର୍ଗତ ଭୋଇ ଛାତ୍ର ଜୀବନରୁ ଜଣେ ଫୁଟବଲ ଖେଳାଳୀ ଥିଲେ।ମିଷ୍ଟଭାଷୀ, ପରୋପକାରୀ ରାଜନୈତିକ ବ୍ୟକ୍ତି ଥିଲେ । ବିଶ୍ଵ ହିନ୍ଦୁ ପରିଷଦରୁ ନିଜ କ୍ୟାରିଅର ଆରମ୍ଭ କରି ବାଲିଗୁଡ଼ା ନିର୍ବାଚନମଣ୍ଡଳୀରୁ ବିଜେପି ଟିକେଟରୁ ବିଧାୟକ ଭାବେ ଲଢି ପରାଜିତ ହୋଇଥିଲେ। ତଥାପି ସେ ହାରି ନ ଥିଲେ। ବର୍ତ୍ତମାନ ସେ ବିଜେଡିର ଆଗ ଧାଡି ନେତା ଭାବେ ବେଶ ଜଣାଶୁଣାଥିଲେ  l  ସେ ଦେଢ଼େନମାଳ ଆଦିବାସୀ ଉନ୍ନୟନ ପରିଷଦର ଉପଦେଷ୍ଟା ଥିଲେ  l   ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ତାଙ୍କ ନିକଟକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ   l  ତାଙ୍କର ଆକସ୍ମିକ ମୃତ୍ୟୁରେ ଆଦିବାସୀ ସମାଜ ଜଣେ ଦକ୍ଷ ଓ ଟାଣୁଆ ନେତାକୁ ହରାଇ ଥିବା କହନ୍ତି ଅଂଚଳବାସୀ  l   ତାଙ୍କର ମୃତ୍ୟୁରେ ସମଗ୍ର ଅଞ୍ଚଳରେ ଶୋକର ବାତାବରଣ ଖେଳିଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like