-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷୀୟ ବାଳକକୁ ମାରପିଟ କରି ମୋବାଇଲ ଲୁଟ କରିଥିବା ବ୍ୟକ୍ତି ଙ୍କୁ କଲା ପୋଲିସ ଗିରଫ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||     

HOME   ଜିଲ୍ଲା

ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଓ ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ଦୀପଦାନ

21-Dec-2020



କଟକ, (ଦୀପକ କୁମାର ଷଡଙ୍ଗୀ) -"ନିଶିଗନ୍ଧା" ଭାଷା ପ୍ରତିଷ୍ଠାନ ଏବଂ ଚାରିଟେବୁଲ୍ ଟ୍ରଷ୍ଟ ଆନୁକୁଲ୍ୟରେ ଆଜି ଏକ ଦୀପଦାନ ଓ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ତଥା ପୁରୋଧା ପଦ୍ମଶ୍ରୀ ରମାକାନ୍ତ ରଥ ,ଉପଦେଷ୍ଟା ବିଶିଷ୍ଟ ଔପନ୍ୟାସିକ ଡଃ  ବିଭୁତି ପଟ୍ଟନାୟକଙ୍କ ତତ୍ୱାବଧାନରେ  ଅନୁଷ୍ଠାନର ମାର୍ଗଦର୍ଶକ ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ପାଟ୍ଟଶାଣୀ,ଉପଦେଷ୍ଟା ପ୍ରସନ୍ନ କୁମାର ନାୟକ,ନିଶିଗନ୍ଧାର ପ୍ରତିଷ୍ଠାତା ସୁନାମଧନ୍ୟ ସାହିତ୍ୟ ସଂଗଠକ ବଳରାମ ତରାଇ , ସଭାପତି ଚକ୍ରଧର ତ୍ରିପାଠୀ , ପଥ ପ୍ରଦର୍ଶକ ସାହିତ୍ୟିକ ପଦ୍ମନାଭ ତ୍ରିପାଠୀ, ସମ୍ପାଦିକା ସରସ୍ବତୀ ନାୟକ ଓ କରୁଣାକର ମଲ୍ଲିକ ପ୍ରମୁଖ  ଭୁବନେଶ୍ୱର ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ଏବ° ଶ୍ରୀ ରାମ ମନ୍ଦିରରେ ଶହେ ଏକ(୧0୧) ଦୀପ ପ୍ରଜ୍ବଳନ  କରି ବିଶ୍ୱର ଖ୍ୟାତି ସମ୍ପନ୍ନ ସାହିତ୍ୟିକ ବରେଣ୍ୟ ମନୋଜ ଦାସଙ୍କ ଆଶୁ  ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ l 

     "ନିଶିଗନ୍ଧା"ର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟ , ସଦସ୍ୟା ମାନେ ନିଜ ଅଞ୍ଚଳରେ ଥିବା ଦେବା ଦେବୀଙ୍କ ପବିତ୍ର ପୀଠରେ ସାମୁହିକ ଦୀପ ଦାନ କରିବା ପାଇଁ ଆହ୍ବାନ ଦିଆଯାଇଛି।
ପ୍ରକାଶ ଥାଉକି  ପଦ୍ମବିଭୂଷଣ ସାହିତ୍ୟିକ ମନୋଜ ଦାସଙ୍କ ଆରୋଗ୍ୟ ନିମନ୍ତେ ମାସସାରା  ଦୀପଦାନ କରାଯିବା ପାଇଁ ସର୍ବସମ୍ମତ ନିଷ୍ପତି ନିଆଯାଇଥିଲା । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷୀୟ ବାଳକକୁ ମାରପିଟ କରି ମୋବାଇଲ ଲୁଟ କରିଥିବା ବ୍ୟକ୍ତି ଙ୍କୁ କଲା ପୋଲିସ ଗିରଫ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026

You Might Also Like