-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଦାଦପୁର ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବର

20-Feb-2024



( କେଶବ ମେହେର ରିପୋର୍ଟ)
କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଦାଦପୁର ଗ୍ରାମ ପଞ୍ଚାୟତ ଠାରେ   ତା ୨୦/୦୨/୨୦୨୪ ରିଖ  ମଙ୍ଗଳ ବାର  ଦିନ ଆମ ଓଡ଼ିଶା ନବୀନ ଓଡିଶା,,ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ସାହୁ ଓ ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ବାଲେଶ୍ଵର ନାଏକ ଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ଉକ୍ତ କାର୍ଯ୍ୟ କ୍ରମ  ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ସାହୁ  ସମ୍ମାନିତ ଅତିଥି ଭାବେ ଦାଦପୁର ସମବାୟ ସମିତି ସଭାପତି ଶ୍ରୀଯୁକ୍ତ ଟିକେଲାଲ ସାହୁ             ଯୋଗଦେଇଥିଲେ।ସେହିପରି ଭାବେ ନିମନ୍ତ୍ରିତ ଅତିଥି ଭାବେ ସ୍ଥାନୀୟ ସମିତି ସଭ୍ୟ ଶ୍ରୀମତୀ ନିଲାନ୍ଦ୍ରି ଝଙ୍କାର , ଦେପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଉର୍ମିଳା ଜାନୀ , ସ୍ଥାନୀୟ ନାଏକ ସରପଞ୍ଚ ଶ୍ରୀ ସଚିନ କୁମାର,ଉକ୍ତ ଗ୍ରାମ ପଞ୍ଚାୟତ ର GRS ,ୱାର୍ଡ ସଭ୍ୟ ,ସଭ୍ୟା, ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବହୁତ୍ ସୁନ୍ଦର୍ ଭାବେ ସଭା ପରିଚାଳନା କରିଥିଲେ lସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like