-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା- ଓଲଟି ପଡିଲା ଟମାଟୋ ବୋଝେଇ ଟ୍ରକ

21-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - ଏକ ଟମାଟୋ ବୋଝେଇ ଟ୍ରକ OD 29 H 6214 ନମ୍ବର ଗାଡ଼ି ଟି ରାୟପୁର ରୁ ବାହାରି କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅର୍ନ୍ତଗତ ସୋରଡ଼ା, ନିକଟରେ ଏକ ଟଣିଂ ରେ ଓଲଟି ପଡ଼ିଥିଲା। ଏହି ଗାଡ଼ିରେ ପାଖାପାଖି 140 ଟ୍ରେ ଟମାଟୋ ଲୋଡ ହୋଇଥିବା ର ଜଣା ପଡ଼ିଛି।। ଦୁର୍ଘଟଣା ରେ ଡ଼୍ରାଇଭର ଗୁରୁତର ହୋଇଥିବା ବେଳେ ହେଲ୍ଫାର୍ ଜଣକ ସାମାନ୍ୟ ଆହତ ହୋଇ ଥିବାର ଦେଖିବାକୁ ମିଳିଛି।  ଡ୍ରାଇଭର ଜଣକୁ ସଙ୍ଗେ ସଙ୍ଗେ ଡାକ୍ତର ଖାନା ରେ ଭର୍ତ୍ତି କରାଯାଇଥିଲା।  ଟମାଟୋ ବୋଝେଇ ଟ୍ରକ ଓଲଟିବା ଫଳରେ କିଛି କ୍ଷୟ କ୍ଷତି ଘଟିବା ସହିତ ଅନେକ ଟମାଟୋ ଲୋକ ମାନେ ନେଇଯାଉଥିବା ଦେଖିବାକୁ ମିଳିଛି। ଗତ କିଛି ଦିନ ତଳୁ ଏହି  ଟର୍ଣିଂ ରେ ବାରମ୍ବାର ବା ନିୟମିତ ଭାବେ ଦୁର୍ଘଟଣା ଘଟିବାରେ ଲାଗିଛି। ସରକାର ଏଥି ପ୍ରତି ଦୃଷ୍ଟି ନିକ୍ଷେପ କରିବା ନିହାତି ଆବଶ୍ୟକ। ଆମେ ଖବର ପ୍ରସାରଣ କରିଥିଲୁ ଜେ କିଛି ଦିନ ତଳେ ଏହି ସ୍ଥାନରେ ଏକ ଚାଉଳ ବୋଝେଇ ଟ୍ରକ ମଧ୍ୟ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଯଦି ସରକାର ଏଥି ପ୍ରତି ଧ୍ୟାନ ନ ଦିଅନ୍ତି ତେବେ ଭବିଷ୍ୟତ ରେ ଅନେକ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like