-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ*

20-Feb-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
 ଡାବୁଗାଁ ବ୍ଲକ ର ୬ଟି ମାଟ୍ରିକ ପରୀକ୍ଷା କେନ୍ଦ୍ର ରେ ଆଜି ମଙ୍ଗଳବାର ପରୀକ୍ଷା ଆରମ୍ଭ ହୋଇଛି । ଏହି ୬ ଟି କେନ୍ଦ୍ର ରେ ପ୍ରଥମ ଦିନରେ ମୋଟ ୧୩୮୯ ଜଣ ଛାତ୍ରୀ ଛାତ୍ର ପରୀକ୍ଷା ଦେଇଥୂବା ବେଳେ ୫୧ ଛାତ୍ରୀ ଛାତ୍ର ଅନୁପସ୍ଥିତ ରହିଥିଲେ । ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ କେନ୍ଦ୍ର ରେ ମୋଟ  ୩୨୩ ଜଣ ପିଲା ପଞ୍ଜୀକୃତ କରିଥିବା ବେଳେ ଏଥୁରୁ ୩୦୨ ଜଣ ପରୀକ୍ଷା ଦେଇଥିବା ବେଳେ ୨୧ ଜଣ ପିଲା ଅନୁପସ୍ଥିତ ସ୍ଥିତ ରହିଛନ୍ତି । ଏଥ୍‌ରେ ସୁପରିଟେଣ୍ଡେଣ୍ଟ ଭାବେ ପ୍ରଧାନ ଶିକ୍ଷକ ପ୍ରଭାସ ଚନ୍ଦ୍ର ରୟ, ଡେପୁଟି ସୁପରିଟେଣ୍ଡେଣ୍ଟ ମଧୁସ୍ମିତା ନାୟକ ଓ ସନୋଜ କୁମାର ମହାପାତ୍ର ଏବଂ ୧୭ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ବରେ ରହିଛନ୍ତି । ଡାବୁଗାଁ ସରକାରୀ (ଏସ୍ଏସ୍ ଡି) ବାଳିକା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ମୋଟ ୩୦୧ ଛାତ୍ରୀଛାତ୍ର ଙ୍କ ମଧ୍ୟରୁ ୨୯୮ ଜଣ ପରୀକ୍ଷା ଦେଇଥ‌ିବା ବେଳେ ୩ ଜଣ ଅନୁପସ୍ଥିତ ଅଛନ୍ତି । ସୁପରିଟେଣ୍ଡେଣ୍ଟ ଭାବେ ଆରତୀ ବିଶୋୟୀ, ଡେପୁଟି ସୁପରିଟେଣ୍ଡେଣ୍ଟ ମହେଶ୍ବର ନାଥ ଓ ସୁପ୍ରିୟା ମହାଙ୍କୁଡ ଏବଂ ୨୨ ଜଣ ଇନିଭିଜିଲେ ଇନିଭିଜିଲେଟର ରହିଛନ୍ତି । ବୋରିଗାଁ ସରକାରୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ୨୭୫ ପିଲାଙ୍କ ମଧ୍ୟରୁ ୨୫୪ ଜଣ ପରୀକ୍ଷା ଦେଇଥିବା ବେଳେ ୨୧ ଜଣ ଅନୁପସ୍ଥିତ ଅଛନ୍ତି । ଏଠାରେ ସୁପରିଟେଣ୍ଡେଣ୍ଟ କେଶବ ଗୌଡ, ଡେପୁଟି ସୁପରିଟେଣ୍ଡେଣ୍ଟ ମଥୁରାନନ୍ଦ ରାଉତ ଓ ୨୧ ଇନିଭିଜିଲେଟର ରହିଛନ୍ତି । ।ବଡଓଲମା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ୧୬୨ ପିଲାଙ୍କ ମଧ୍ୟରୁ ୧୬୦ ଜଣ ଦେଇଥ‌ିବା ବେଳେ ୨ ଜଣ ଅନୁପସ୍ଥିତ ଥିଲେ ସୁପରିଟେଣ୍ଡେଣ୍ଟ ଗୌତମ ଦାଶ, ଡେପୁଟି ସୁପରିଟେଣ୍ଡେଣ୍ଟ ଅସିତ ପଣ୍ଡା ଓ ୧୩ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ବରେ  ରହିଛନ୍ତି । ମେଦନା ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୪୬ ପିଲାଙ୍କ ମଧ୍ୟରୁ ୧୪୩ ଜଣପରୀକ୍ଷା ଦେଇଥିବା ବେଳେ ୩ ଜଣ ଅନୁପସ୍ଥିତ ଥିଲେ । ସୁପରିଟେଣ୍ଡେଣ୍ଟ ଡମ୍ବରୁଧର ଦାଶ, ଡେପୁଟି ସୁପରିଟେଣ୍ଡେଣ୍ଟ କୃଷ୍ଣଚନ୍ଦ୍ର ପାତ୍ର ଓ ୬ ଜଣ ଇନିଭିଜିଲେଟର ଟର ପରୀକ୍ଷା ଦାୟିତ୍ବରେ ରହିଛନ୍ତି । ଜବାଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୨୩୩ ପିଲାଙ୍କ ମଧ୍ୟରୁ ୨୩୨ ଜଣପରୀକ୍ଷା ରୀକ୍ଷା ଦେଇଥ‌ିବା ବେଳେ ୧ ଜଣ ଅନୁପସ୍ଥିତ ଥିଲେ । ସୁପରିଟେଣ୍ଡେଣ୍ଟ ପ୍ରଫୁଲ୍ଲ ଗିରି, ଡେପୁଟି ସୁପରିଟେଣ୍ଡେଣ୍ଟ ପ୍ରଦୀପ  ବରାଳ ଓ ୧୫ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ବରେ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like