-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ଜିଲ୍ଲା

ଏସୟୁଜେ(ଓ)ବଲାଙ୍ଗୀର ଶାଖା ତରଫରୁ ପ୍ରତୀକ ଗଣଧାରଣା,ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଓ ଅନ୍ୟାନ୍ୟ ଦାବି ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

21-Feb-2024



ବଲାଙ୍ଗୀର:- ଷ୍ଟେଟ ୟୁନିୟନ୍ ଅଫ ଜର୍ଣାଲିଷ୍ଟ (ଓ),ବଲାଙ୍ଗୀର ଜିଲ୍ଲା ଶାଖାର ସାମ୍ବାଦିକ ମାନେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତୀକ ଧାରଣା ସହ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ୩ ଦଫା ଦାବି ବିଶିଷ୍ଟ ଏକ ଦାବିପତ୍ର ଜିଲ୍ଲାପାଳ ଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ଙ୍କୁ ପ୍ରଦାନ କରିଥିଲେ।ସାମ୍ବାଦିକ ମାନଙ୍କ ନିମ୍ନଲିଖିତ ନ୍ୟାର୍ଯ୍ୟ ଦାବି ମାନଙ୍କ ମଧ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ

କରିବା,କାର୍ଯ୍ୟରତ ସାମ୍ବାଦିକ ଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରଦାନ ଓ ଅବସର ଗ୍ରହଣ କରିଥିବା ସାମ୍ବାଦିକଙ୍କୁ ମାସିକ ୨୫ ହଜାର ଟଙ୍କା ପ୍ରଦାନ କରିବା ଓ ଭୁବନେଶ୍ବର କୁ ଯାଉଥିବା ରାଜ୍ୟର ସାମ୍ବାଦିକ ଙ୍କ ରହଣି ସକାଶେ ସାମ୍ବାଦିକ ଅତିଥି ଭବନ ନିର୍ମାଣ କରିବା ଆଦି ପୁରଣ କରିବା ଦିଗରେ ରାଜ୍ୟ ସରକାର ଆନ୍ତରିକତା ପ୍ରଦର୍ଶନ କରିବାର ଆବଶ୍ୟକତା ରହିଛି।ପ୍ରତିବର୍ଷ ପଞ୍ଜିକରଣ ନବୀକରଣ ପ୍ରକ୍ରିୟା କୁ ବନ୍ଦ କରି ସାମ୍ବାଦିକ ବୀମା ରାଶିକୁ ୧୫ ଲକ୍ଷ୍ୟ ଟଙ୍କାକୁ ବୃଦ୍ଧି କରିବା ପାଇଁ ଏସୟୁଜେ ସଂଘ ପକ୍ଷରୁ ଦୀର୍ଘ ୪ବର୍ଷ ଧରି ନିରବିଛିନ୍ନ ଭାବେ ରାଜ୍ୟ ସରକାର ଙ୍କ ଠାରେ ଦାବି କରି ଆସୁଛି।ଦାବି ପୂରଣ ନେଇ ଏସ୍ୟୁଜେ ସଂଘ ପକ୍ଷରୁ ଅନେକ ଥର ରାଜ୍ୟ ସରକାର ଙ୍କ ନିକଟରେ ଦୃଢ଼ ଦାବି ଉପସ୍ଥାପନ କରିବା ସହ ମହାମାନ୍ୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥଲେ। ବିଭିନ୍ନ ସମୟରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଜିଲ୍ଲାର ବିଧାୟକ ଙ୍କ ମାଧ୍ୟମରେ ଦାବିପତ୍ର ପ୍ରଦାନ କରାଯାଇଛି।ତେବେ ଅନେକ ଥର ଆନ୍ଦୋଳନ ଓ ଦାବିପତ୍ର ପ୍ରଦାନ ପରେ ମଧ୍ୟ ରାଜ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଆଜି ଏସୟୁଜେ ବଲାଙ୍ଗୀର ଜିଲ୍ଲା ଶାଖା ର ସଭ୍ୟ ମାନେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରିଛନ୍ତି।ଏସ ୟୁ ଜେ ବଲାଙ୍ଗୀର ଜିଲ୍ଲା ଶାଖା ର ସଭାପତି ଗୋପବନ୍ଧୁ ଶତପଥୀ ଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ଶରତ କୁମାର ମହାକୁର,ରାଜ୍ୟ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜି,ଜିଲ୍ଲା ସମ୍ପାଦକ ରଘୁ ନନ୍ଦନ ସିଂ,ସଭ୍ୟ ନିରଜ କୁମାର ମିଶ୍ର,ରାଧା କ୍ରୀଷ୍ଣ ମିଶ୍ର,ପବନ ବଂସଲ,ମହେନ୍ଦ୍ର ପଧାନ,ଚିତ୍ରସେନ ବେହେରା,ଯୁଗଳ କିଶୋର ଶବର,ତୁଳସୀ ରାମ ଜଗତ,ମିନିକେତନ୍ ନିଆଲ ଏବଂ ରାକେଶ ସରାଫ ଙ୍କୁ ନେଇ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like