-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||     

HOME   ଜିଲ୍ଲା

୧୦ହଜାର୍ ଟଙ୍କା ଲାଞ୍ଚ ନେଉ ଥିବାବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ ମୁରିବାହାଲ ତହସିଲର୍ ବରିଷ୍ଟ ରାଜସ୍ବ ସହାୟକ ହେଵଲେଟ ବାର୍ଲା

21-Feb-2024



ମୁରିବାହାଲ(ସୁଦାମ ଚରଣ ବଘାର) ବଲାଙ୍ଗୀର ଜିଲ୍ଲା ମୁରିବାହାଲ ତହସିଲ ର ବରିଷ୍ଟ ରାଜସ୍ୱ ସହାୟକ ତଥା ରେକର୍ଡ କିପର ପଦବୀ ରେ ଆଜ କୁ ଦୀର୍ଘ ବର୍ଷ ରୁ କାର୍ଯ୍ୟ କରୁଥିବା ମୁରିବାହାଲ ତହସିଲ ର ପୁରୁଖା ରେକର୍ଡ କିପର ହେବଲେଟ ବାର୍ଲା ବୁଧୁବାର ଦିନ ଏକ ମ୍ୟୂଟେସନ କେଶ ରେ ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବ ପ୍ରସ୍ତୁତ ହୋଇ ରହିଥିବା ସମ୍ବଲପୁର ବଲାଙ୍ଗୀର ସୋନପୁର ର ମିଳିତ ଭିଜିଲାନ୍ସ ଦଳ ରଙ୍ଗେ ହାତ କାବୁ କରିବା ରେ ବାର୍ଲା କୁ ସଫଳ ହୋଇଥିଲେ ! ପ୍ରାପ୍ତ ସୂଚନା ରୁ ଜଣାଯାଏ ଏକ ପୁରୁଣା ୨୦୧୯ ର ମିୟୁଟେସନ କେଶ ବାବଦରେ ବାର୍ଲା ଦେବଙ୍ଗ ନିବାଶି ତଥା ପୂର୍ବତନ ଜିଲ୍ଲା ପରିଷଦ ଇଶ୍ୱର ଭୋଇ ଙ୍କୁ ୨୦ ହଜାର ଟଙ୍କା ଡିମାଣ୍ଡ କରିଥିଲେ ଏବଂ ହଇରାଣ ହରକତ କରୁଥିବା ବେଳେ ଏ ନେଇ ଇଶ୍ୱର ଭୋଇ ପ୍ରଥମ କିସ୍ତି ରେ ୧୦ ହଜାର ଟଙ୍କା ଦେଉଥିବା ବେଳେ ବାର୍ଲା କୁ ଲାଞ୍ଚ ନେଉଥିବା ସମୟରେ ମିଲିତ ଭିଜିଲାନ୍ସ ଦଳ କାବୁ କରିନେଇ ଥିଲା !ଏହା ପୂର୍ବ ରୁ ମଧ୍ୟ ବ୍ଲକ କିରାଣୀ ଥିବା ବେଳେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଧରାପଡ଼ିଥିଲେ! ଏବଂ ଏ ନେଇ ଭିଜିଲାନ୍ସ କେଶ ନମ୍ବର ୪/୨୪ ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ପାଇଁ ବଲାଙ୍ଗୀର ନେଇଥିବା ଜଣା ଯାଇଛି ! ମୁରିବାହାଲ ତହସିଲ ରେ ଏଭଳି କାର୍ଯ୍ୟକଲାପ ଦୀର୍ଘ ଦିନରୁ ଚାଲି ଅଶୁଥିବା ନେଇ ଅଞ୍ଚଳ ବାଶି ଙ୍କ ମନରେ ତୀବ୍ର ଅଶନ୍ତୋଷ ଲାଗି ରହିଥିଲା! ଭିଜିଲାନ୍ସ ବିଭାଗ ର ଏପରି କାର୍ଯ୍ୟ କୁ ଲୋକେ ଭୁରି ଭୁରି ପ୍ରଶଂଶା କରିଛନ୍ତିା ଏଥିରେ ଭିଜିଲାନ୍ସ ଟିମ ର ଡି ଏସ ପି ପୋଲସ୍ତି ଛତ୍ରିଆ , ରିତାଞ୍ଜଳୀ ପ୍ରଧାନୀ ଇନ୍ସପେକ୍ଟର ତୁଷାର କାନ୍ତ ମହାପାତ୍ର , ତେରେସା କେଶ ଏବଂ ବଲାଙ୍ଗୀର ଷ୍ଟାଫ ଏହି ଚଢ଼ାଉ ରେ ସାମିଲ ଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026

You Might Also Like