-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ଡାବୁଗାଁରେ ପାଳିତ ହେଲା ବାବା ଭୈରବଙ୍କ ବଡଯାତ୍ରା

21-Feb-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଡାବୁଗାଁ ମଣ୍ଡେଇ ର ଗୋଟିଏ ଦିନ ପୂର୍ବରୁ ପାଳିତ ହେଲା ବାବା ଭୈରବ ଙ୍କ ବଡଯାତ୍ରା । ମଣ୍ଡେଇ ପୂର୍ବଦିନ ଏହି ପର୍ବ ବାବାଙ୍କ ଉଦେଶ୍ୟ ରେ ପାଳନ କରାଯାଏ। କିମ୍ବଦନ୍ତୀ ଅନୁସାରେ ଭୈରବ ଗଢ ର ବିଧ୍ବଂସ ପରେ ରାୟ ରତନପୁର ରାଜ ପରିବାରର ସଦସ୍ୟ ମାନେ ଉମୁରାହାଣ୍ଡି ଗ୍ରାମରେ ଆତ୍ମଗୋପନ କରିଥିଲେ।  ଭୈରବ ଗଢ କୁ ପରବର୍ତ୍ତୀ ପର୍ଯ୍ୟାୟରେ ପୋଡାଗଢ କୁହାଗଲା। ପୋଡାଗଢ ରୁ ବାବା ଭୈରବ ନିଜ ପରିବାର ର ବ୍ୟକ୍ତି ମାନଙ୍କୁ ଖୋଜି ଖୋଜି ଡାବୁଗାଁ ଆସିଥିଲେ, କାରଣ ଭୈରବ ବାବା ରାଜ ପରିବାରର ଇଷ୍ଟଦେବତା ଥିଲେ। ଉମୁରାହାଣ୍ଡିରୁ ଅନେକ ଦିନ ପରେ ରାଜ ପରିବାରର ଡାବୁଗାଁ ଆସି ବସବାସ କରିବାରେ ଲାଗିଲେ ଏବଂ ଏକ ନୂତନ ଗ୍ରାମ ପ୍ରତିଷ୍ଠା କଲେ। ମାଁ ଦାବାଦେଈ ଙ୍କ ନାମାନୁସାରେ ଗାଁ ର ନାଁ ଡାବୁଗାଁ ରଖାଗଲା। ଏଥି ପୂର୍ବରୁ  ଜନ ବସତି କୁ ରାୟଗୁଡା କୁହାଯାଉଥିଲା  । ବାବା ଭୈରବ ଙ୍କ ଉଦେଶ୍ୟ ରେ ମଣ୍ଡେଇ ର ଗୋଟିଏ ଦିନ  ପୂର୍ବରୁ ଏହି ପର୍ବ ପାଳନ କରାଯାଏ। ରାଜନୈତିକ ସତ୍ତାରୁ ଉର୍ଦ୍ଧ୍ବ ରେ  ଜାତି ସମ୍ପ୍ରଦାୟ ପନ୍ଥ ନିର୍ବିଶେଷରେ  ଗ୍ରାମର ପାରମ୍ପରିକ ମୁଖ୍ୟ, ପୂଜାରୀ, ଶିରା ଏବଂ ସମସ୍ତ ଗ୍ରାମବାସୀ ଏହି ପର୍ବ ରେ ସାମିଲ ହୁଅନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like