-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା

21-Feb-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)ନବରଙ୍ଗପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା l ନବରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ସୁନୀଲ ଖୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲେ l  ପଞ୍ଚାୟତ  ସମିତି ଅଧ୍ୟକ୍ଷ ଶରତ ଭତ୍ରା, ନବରଙ୍ଗପୁର ତହସିଲଦାର କୈଳାଶ ଚନ୍ଦ୍ର ତ୍ରିପାଠୀ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ  ବିନାୟକ ଖାଡଙ୍ଗା , ସ୍ଵେଚ୍ଛାସେବୀ ସଂଗଠନ ର ସାହାରା ର ସମ୍ପାଦକ ମନୋଜ ଧଳ ମଞ୍ଚାସୀନ ଥିଲେ l ନବରଙ୍ଗପୁର ବ୍ଲକ ଅନ୍ତର୍ଗତ ୩୧ ଟି ଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ ଏକ ଖସଡା ପ୍ରସ୍ତୁତ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା l ନବରଙ୍ଗପୁର ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ଉପସ୍ଥିତ ରହି ପ୍ରାକୃତିକ ବିପର୍ଯ୍ୟୟ ଓ ପ୍ରସ୍ତୁତି ଏବଂ ଖସଡା ବିଷୟରେ ବିସ୍ତୃତ ଭାବେ ଆଲୋଚନା କରି  ସମସ୍ତଙ୍କୁ ଅବଗତ କରିଥିଲେ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ  ସରପଞ୍ଚ କମଳେଶ୍ୱରୀ ନାୟକ,  ଚଞ୍ଚଳା ସାନ୍ତା , କୃଷ୍ଣଚନ୍ଦ୍ର ଭତ୍ରା, ଭି ଅନିତା, କୁମାରୀ ରୋଜାଲିନ, ଆରତି ନଳିନୀ ନନ୍ଦ,  ରଶ୍ମିପ୍ରଭା ପାଣିଗ୍ରାହୀ, କାମାକ୍ଷି ତ୍ରିପାଠୀ, ସୁନିତା କୁମାରୀ ପାତ୍ର,ଆକୁଳ ବୈରାଗୀ, ପ୍ରୟାଗ ରଞ୍ଜନ ଲିମା ବ୍ଲକ ଏବଂ ସମ୍ମନିତ ଶିଶୁ ବିକାଶ ପ୍ରକଳ୍ପ ର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l ସର୍ବଶେଷରେ ବ୍ଲକର ନୋଡାଲ ଅଫିସର ତଥା ଗ୍ରାମ୍ୟ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଭାବ ରଞ୍ଜନ ଶିକଦାର  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026

You Might Also Like