-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ରାଜନୀତି

ପଦ୍ମ ଛାଡି ଶଙ୍ଖ ଧରିଲେ ଗୁମା ପଞ୍ଚାୟତ ର ୪୭ ପରିବର

21-Feb-2024



ତୁମୁଡିବନ୍ଧ(ପ୍ରେରଣା ଖବର): ଆଗାମୀ ସାଧାରଣ ନିର୍ବାଚନକୁ ଆଖିରେ ରଖି ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳ ସଭାପତି  ପ୍ରମୋଦ ସାହୁଙ୍କ ନେତୃତ୍ୱ ରେ ଦଳର କର୍ମୀ ମାନେ ନିଜ ନିଜ ଅଞ୍ଚଳ ରେ ରଣନୀତି ଆରମ୍ଭ କରିଦେଲେଣି l ଦିନକୁ ଦିନ ତୁମୁଡିବନ୍ଧ ରେ ତୁମୁଡିବନ୍ଧ ରେ ବିଜୁ ଜନତା ଦଳ ସୁଦୃଢ ହେବାରେ ଲାଗିଛି l ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଧାରା ବେଶ ଅନୁପ୍ରାଣିତ କରୁଛି ଯେଉଁଥିପାଇଁ ନିର୍ବାଚନ ପୂର୍ବରୁ ବିଜେପି ଓ କଂଗ୍ରେସ ଛାଡି ଶଙ୍ଖ ମୁହା ହେଉଛନ୍ତି ଶହ ଶହ କର୍ମୀ l ଗତ ରବିବାର ଦିନ ତୁମୁଡିବନ୍ଧ ବ୍ଲକ ରେ ବାଇକ ରାଲି କରି ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଥିଲା ସେହିଦିନ କଂଗ୍ରେସ ଓ ବିଜେପି ଛାଡି ୭୦୦ ରୁ ଉର୍ଦ୍ଧ କର୍ମୀ ବିଜେଡି ରେ ସାମିଲ ହେଇଥିଲେ l ଆଗକୁ ନିର୍ବାଚନ ଅଛି ହେଲେ ତୁମୁଡିବନ୍ଧ ବ୍ଲକ ବିଜେପି ଦଳକୁ ଏକ ଶକ୍ତ ଝଟକା ଲାଗିଛି l ତୁମୁଡିବନ୍ଧ ବ୍ଲକ ସଭାପତି ପ୍ରମୋଦ ସାହୁ ଓ ଗୁମା ଗ୍ରାମ ପଞ୍ଚାୟତ ସଭାପତି ସୁରେନ୍ଦ୍ର ପରାସେଟଙ୍କ ନେତୃତ୍ୱ ରେ  ଗୁମା ଗ୍ରାମ ପଞ୍ଚାୟତ ରାଣ୍ଡାଙ୍ଗ ଗ୍ରାମର ୩୭ ପରିବାରର ୧୫୦ ରୁ ଉର୍ଦ୍ଧ କର୍ମୀ ବିଜେପି ଛାଡି ବିଜେଡି ରେ ସାମିଲ ହେଇଛନ୍ତି l ବାଲିଗୁଡା ନିର୍ବାଚନ ମଣ୍ଡଳୀ ସଂଯୋଜକ ଟୁନା ଦାସ, ବାଲିଗୁଡା ବିଧାୟକ ଚକ୍ରମଣୀ କହଁର, ଆମ ଓଡିଶା ନବୀନ ଓଡିଶା କନ୍ଧମାଳ ଜିଲ୍ଲା ସଂଯୋଜକ ରାଜୀବ ପାତ୍ର ତୁମୁଡିବନ୍ଧ ବ୍ଲକ ସଭାପତି ତଥା ସାଂସଦ ପ୍ରତିନିଧି ପ୍ରମୋଦ ସାହୁ, ବାଲିଗୁଡା ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଅଜୟ ମହାରଣା ଏବଂ ଗୁମା ଗ୍ରାମ ପଞ୍ଚାୟତ ସଭାପତି ସୁରେନ୍ଦ୍ର ପରାସେଟଙ୍କ ଉପସ୍ଥିତରେ ୧୫୦ରୁ  ଉର୍ଦ୍ଧ କର୍ମୀ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି l ବାଲିଗୁଡା ସଂଯୋଜକ ଟୁନା ଦାସ ଓ ବ୍ଲକ ସଭାପତି ପ୍ରମୋଦ ସାହୁ ଦଳୀୟ ଉତ୍ତରୀୟ ପରିଧାନ କରି ଦଳକୁ ସ୍ୱାଗତ କରିଛନ୍ତି l ରାଣ୍ଡାଙ୍ଗ ଅଞ୍ଚଳ ହେଉଛି ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ଅଞ୍ଚଳ ନିର୍ବାଚନ ପୂର୍ବରୁ ବିଜେପି ଛାଡି ବିଜେଡି ରେ ସାମିଲ ହେଇଥିବାରୁ ଏହା ବିଜେପି ତୁମୁଡିବନ୍ଧ ପାଇଁ ବଡ ଝଟକା ବୋଲି ସାଧାରଣ ରେ ବେଶ ଆଲୋଚନା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like