-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

21-Feb-2024



ସିନ୍ଧେକେଲା - ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା - ବଙ୍ଗୋମୁଣ୍ଡା ରାଜ୍ୟ ରାଜପଥ ସିନ୍ଧେକେଲା ରୁ ଦୁଇ କିଲୋମିଟର ଦୂରତା ସାଲେମୁଡ଼ଗା ଗାଁ ସ୍କୁଲ ନିକଟରେ ମୁଖ୍ୟ ରାସ୍ତାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଗୁରୁତର ଅବସ୍ଥାରେ ଥୁବା ସୂଚନା ମିଳିଛି । ଦୁର୍ଘଟଣା ହେଲାପରେ ସେଠାରେ ସମସ୍ତେ ତଳେ ଅଚେତ

ଅବସ୍ଥାରେ ପଡିଥିବା ଲୋକେ ଦେଖି ସେଠାକାର ଲୋକେ ୧୦୮ ଏମ୍ବୁଲେନ୍ସ କୁ ଫୋନ କରିଥିଲେ । ତୁରନ୍ତ ଏମ୍ବୁଲେନ୍ସ ପହଞ୍ଚି ସେମାନଙ୍କୁ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଅଣାଗଲା । ମିଳିଥିବା ସୂଚନା ଅନୁସାରେ ନିକଟବର୍ତ୍ତୀ ଗନ୍ଧରଲା ଗ୍ରାମର ଚତୁର୍ଭୁଜ ଭାଟି (୫୦) ତାଙ୍କ ସାଙ୍ଗରେ ବାଇକରେ ତାଙ୍କ ସ୍ତ୍ରୀ ଲିଲି ବାଗ ଥିଲେ ସେମାନେ ଗୁରୁତର ଅବସ୍ଥାରେ ଥିଲେ । ଅନ୍ୟ ବାଇକ ରେ ଖୋଲାନ ପଞ୍ଚାୟତ ପଥରଲା ଗ୍ରାମର ବିକିନ ମାଝି , ନୃପରାଜ ଘିଭେଳା , ଚୁମନ ମାଝି ଥିଲେ ବୋଲି ଜଣାପଡିଛି । ସେମାନେ ମଧ୍ୟ ଅତି

ଗୁରୁତର ଅବସ୍ଥାରେ ଥିବାରୁ ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ଭବାନୀପାଟଣା ଉପଖଣ୍ଡ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା । ଭବାନୀପାଟଣା ରେ ଚତୁର୍ଭୁଜ ଭାଟିଙ୍କୁ ଡାକ୍ତର ମୃତ ଘୋଷଣା କରିଥିବାବେଳେ ତାଙ୍କ ସ୍ତ୍ରୀ ଲିଲି ବାଗଙ୍କୁ ଉଚ୍ଚ ସ୍ତରୀୟ ଚିକିତ୍ସା ପାଇଁ ରାୟପୁର ସ୍ଥାନାନ୍ତର କରାଯାଇଛି ଓ ବାକି ତିନିଜଣ  ଖବର ଲେଖା ପର୍ଯ୍ୟନ୍ତ ଚିକିତ୍ସିତ ହେଉଥିବା ଜଣାପଡିଛି । ସିନ୍ଧେକେଲା ପୋଲିସ ଦୁଇ ବାଇକ ଓଆର03ଏ8947 , ଓଡ଼ି03W2236 କୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like