-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ବିଶ୍ଵ ମାତୃଭାଷା ଦିବସ ପାଳିତ

21-Feb-2024



ଡୁଙ୍ଗୁରିପାଲି  (ପ୍ରେରଣା ଖବର ):  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ରେ ବିଶ୍ଵ ମାତୃ ଭାଷା ଦିବସ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି।   ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସ ର ଉଦ୍ଦେଶ୍ୟ କହିବା ସହିତ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ନବମ ଶ୍ରେଣୀର ଛାତ୍ରୀ ଜନନିକା ନାଏକ ସଂଯୋଜନା କରିଥିଲେ ।ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନଙ୍କୁ ଦିବସ ର ଭୂମିକା ସମ୍ବନ୍ଧିତ ଶପଥ ପାଠ କରାଯାଇଥିଲା।

ଛାତ୍ରଛାତ୍ରୀଙ୍କ ମଧ୍ୟରେ  ଲିପ୍ସା ଜୁଆଡି, ଅର୍ଚ୍ଚିତା ପ୍ରଧାନ,କ୍ରିସ ବାଗ, ସୁଜିତ୍ ସାହୁ   ପ୍ରମୁଖ ଦିବସର ଗୁରୁତ୍ଵ ବିଷୟରେ ମତବ୍ୟକ୍ତ କରିଥିଲେ ।

ପ୍ରୀତି ଖର୍ସେଲ, ଜନନିକା ନାଏକ, ସିମୁ ବରିହା ଦିବସର ମହତ୍ତ୍ଵ ସମ୍ପର୍କିତ ସଙ୍ଗୀତ ଗାନ କରିଥିଲେ ।ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like