-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ପୁରୀ: ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ନ ବାଲିଗ୍ରାମରେ ପବିତ୍ର ମାଘ ଶୁକ୍ଳ ଏକାଦଶୀ ପାଳିତ

21-Feb-2024



ଡେଲାଙ୍ଗ (ଦିଲୀପ କୁମାର ଧାଉଡିଆ):  ଭକ୍ତ ଶିରୋମଣି ଦାସିଆଙ୍କ ମହାପ୍ରୟାଣ ଦିବସ ଡେଲାଙ୍ଗ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପୁରୀ ଜିଲ୍ଲାର ବାଲିଗ୍ରାମ ଠାରେ ପବିତ୍ର ମାଘ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରୟାଣ ଦିବସ ମହାମାରୋହରେ ଭକ୍ତଦାସିଆ ସ୍ମୃତି କମିଟି ପକ୍ଷରୁ ପାଳିତ ହୋଇଯାଇଅଛି । ଏହି ଅବସରରେ ଭକ୍ତଙ୍କ ସମାଧିପୀଠରେ ପୁଷ୍ପମାଲ୍ୟ ଅର୍ପଣ, ବେଦ ଓ ଗୀତା ପାଠ, ପିଠସ୍ଥ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପାଶ୍ୱର୍ ଦେବାଦେବୀ ମାନଙ୍କର ସ୍ୱତନ୍ତ୍ର ପୂଜାପରେ ବେଦାଚାର୍ଯ୍ୟ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ଦ୍ୱାରା ଯଜ୍ଞ ମଣ୍ଡପରେ ଯଜ୍ଞ, ଯଜ୍ଞରେ ଅନୁଷ୍ଠାନର ଉପସଭାପତି ଇଂ. ଦେବନାରାୟର ପାଲ୍‍ ମୁଖ୍ୟ ପୁରୋଧା କାର୍ଯ୍ୟ ନିର୍ବାହ କରିଥିଲେ । ବୃନ୍ଦାବନ ଚନ୍ଦ୍ର ରଥଙ୍କ ପ୍ରାୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଶ୍ରୀଜଗନ୍ନାଥଙ୍କ ପୁରାତନ ଭଜନ ଓ ଜଣାଣ ପରିବେଶଣ କରାଯାଇଥିଲା । ଏହାପରେ ଆମନ୍ତ୍ରୀତ ଅତିଥି ମାନଙ୍କୁ ନେଇ ଭକ୍ତ ନିବାସ ସଭାଗୃହରେ ଅନୁଷ୍ଠାନର ସଭାପତି ଡଃ ପ୍ରତିଭା ମହାରଥୀଙ୍କ ସଭାପତିତ୍ୱରେ ଆୟୋଜିତ ସ୍ମୃତି ସଭାରେ ପ୍ରଫେସର ଡାଃ ଅଶୋକ କୁମାର ମହାପାତ୍ର, ପ୍ରାକ୍ତନ ନିର୍ଦ୍ଦେଶକ ଏମ୍‍ସ୍‍ ଭୁବନେଶ୍ୱର ମୁଖ୍ୟବକ୍ତା, ୱାଲେଟ୍‍ ଫର ୱେଲ୍‍ଥ ର ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ତ୍ରିନାଥ ଲେଙ୍କା, କିଟ୍‍ +୨ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଚିତ୍ତରଞ୍ଜନ ମିଶ୍ର, ଷ୍ଟେଟ ବ୍ୟାଙ୍କ ଅଫ୍‍ ଇଣ୍ଡିଆର ମହାପ୍ରବନ୍ଧକ ବିବେକାନନ୍ଦ ମହାପାତ୍ର, ପ୍ରାକ୍ତନ ଅତିରିକ୍ତ ପୋଲିସ୍‍ କିମଶନର ସୁରେଶ କୁମାର ମହାପାତ୍ର ସମ୍ମାନିତ ଅତିଥି ଭାବେ ନିଜ ନିଜର ବକ୍ତବ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଭକ୍ତ ଦାସିଆଙ୍କର ସରଳ ଭକ୍ତ ଦୃଢ଼ ଆତ୍ମବିଶ୍ୱାସ ଯୋଗୁଁ ବୈଷ୍ଣବ ଜଗତରେ ନିଜକୁ କିଭଳି ପ୍ରତିଷ୍ଠିତ କରିପାରିଥିଲେ ନିଜର ବକ୍ତବ୍ୟ ମାଧ୍ୟମରେ ଭକ୍ତ ମାନଙ୍କ ଆଗରେ ସୁନ୍ଦର ଭାବରେ ପ୍ରତିପାଦନ କରିଥିଲେ । ପରିଶେଷରେ ତୈମାସିକ ଆଧ୍ୟାତ୍ମକ ପତ୍ରିକା ନବମ ବର୍ଷର ପ୍ରଥମ ସଂଖ୍ୟା “ଭାବକୁ ନିକଟ” ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ କରିବା ସହିତ ଏକ ନୂତନ ୱେବ୍ ସାଇଟ୍ର ର ଶୁଭାରମ୍ଭ କରାଯାଇଥିଲା । ଏ ସମସ୍ତ କାର୍ଯ୍ୟର ସୁପରିଚାଳନାରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଅର୍ଜ୍ଜୁନ ଚରଣ ସାମଲ, ପଞ୍ଚାନନ ନାୟକ,ଅର୍ଜ୍ଜୁନ ଚରଣ ବେହେରା,ଡଃ ଦୂର୍ଗା ପ୍ରସାଦ ମିଶ୍ର, ଡଃ. ଉଦୟନାଥ ଆଚାର୍ଯ୍ୟ, ପ୍ରାଧ୍ୟାପିକ ପ୍ରଶାନ୍ତ କୁମାର ଆଚାର୍ଯ୍ୟ, ଅଜୟ କୁମାର ଦାସ ସହଯୋଗ କରିଥିଲେ । ସାଂସ୍କୃତିକ ସମ୍ପାଦକ ଓକିଲ ସରୋଜ କୁମାର ସାହୁ, ଆମନ୍ତ୍ରିତ ଅତିଥିମାନଙ୍କୁ ଧନ୍ୟବାଦ ଦେଇଥିବା ବେଳେ ଅନୁଷ୍ଠାନର ସାଧାରଣ ସମ୍ପାଦକ ଡଃ ଘନଶ୍ୟାମ ସ୍ୱାଇଁ ଅତିଥି ମାନଙ୍କର ପରଚିୟ ଦେବା ସହ ସମସ୍ତ କାର୍ଯ୍ୟରେ ସୁପରିଚାଳନା କରି ବିଶିଷ୍ଟ ବଦାନ୍ୟ ବ୍ୟକ୍ତି ମାନଙ୍କର ସାହାଯ୍ୟ ସହଯୋଗ ପାଇଁ କୃତଜ୍ଞାତା ଅର୍ପଣ କରିଥିଲେ । ସର୍ବଶେଷରେ ଭକ୍ତମାନଙ୍କୁ ପ୍ରସାଦ ବିତରଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like