-+91-9937148622 |
prerana_bgr@rediffmail.com |
Sunday 16th August 2026 |
R.N.I. Regd No. ODIODI/2010/46693
Breaking News
21-Feb-2024
ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ) ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସାଉରିଆ ଗ୍ରାମର ସ୍ବର୍ଗତ ଧରଣୀଧର ପରିଡାଙ୍କ ଏକ ମାତ୍ର ପୁତ୍ର ତଥା ଘୋରଡ଼ିଆ ନୋଡାଲ ହାଇସ୍କୁଲ ର ୮ମ ଶ୍ରେଣୀ ଛାତ୍ର ଦିପ୍ତୀରଞ୍ଜନ ପରିଡା (୧୪)ଙ୍କ ଆଜି ସକାଳେ ହୃଦଘାତ ରେ ମୃତ୍ୟୁବରଣ କରିଛନ୍ତି l ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲ ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ! ତାଙ୍କର ଏହି ଅକାଳ ବିୟୋଗରେ ଗ୍ରାମବାସୀ, ସ୍କୁଲ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ବନ୍ଧୁ ପରିବାର ମଧ୍ୟରେ ଶୋକର ଛାୟା ଖେଳି ଯାଇଛି !