-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ବାଲିଖମାର ଓ କପାଣି ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

22-Feb-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଚାଲିଥିବା ବେଳେ ବେଲପଡା ବ୍ଳକ ରେ ଆଜି ଶେଷ ଦିବସ ହୋଇଯାଇଛି।ପ୍ରଥମ ପର୍ଯ୍ୟାୟରେ ବେଲପଡା ବ୍ଳକ ବାଲିଖମାର ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର ଯୋଗଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ବିଡ଼ିଓ ରାଜେଶ କୁମାର ମେହେର, ଏବିଡିଓ ସାରଥି ସାହୁ,ଏଇଇ ଭୁବନ ସିଂ ସାହୁ, ଜିପିଇଓ ଦେବେନ୍ଦ୍ର ସାହୁ,ଆମ ଓଡ଼ିଶା ନବୀନ ଓଡ଼ିଶା ର ବ୍ଳକ ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ, ସରପଞ୍ଚ ଚିନ୍ମୟୀ ପ୍ରଧାନ,ପିଇଓ ଅନୁରାଧା ବେହେରା, ଏମ୍ ବି କେ ଏଲିନା ଧରୁଆ ପ୍ରମୁଖ ମଞ୍ଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ ମଞ୍ଚ ପରିଚାଳନା କରିଥିଲେ।ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକମାନଙ୍କୁ ସଚେତନ କରାଯାଇଥିଲା ଏବଂ ସେଥିରେ ଉପକୃତ ହୋଇଥିବା କିଛି ଜଣଙ୍କ ଉଦାହରଣ ଦିଆଯାଇଛି।ଯାହାକି ବାଲିଖମାର ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା ରୁ ୧୧ ଟି ପ୍ରକଳ୍ପ ପାଇଁ ୫୦ ଲକ୍ଷ ଟଙ୍କା ଅନୁଦାନ ଆସିଥିଲା ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ୬୮୦ ପରିବାର କୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ ୧୦୦ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ୩ ଟି ପ୍ରକଳ୍ପ ପାଇଁ ୧୭ ଲକ୍ଷ ଟଙ୍କା ଅନୁଦାନ ଆସିଥିଲା ଏବଂ ୩୮୫ ପରିବାର କୁ କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ କରିଛନ୍ତି । ସାମାଜିକ ସୁରକ୍ଷା ଯୋଜନା ରେ ୧୨୫ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଛି ଓ ମିଶନ ଶକ୍ତି ମାଧ୍ୟମରେ ୧୯ ଟି ସ୍ବୟଂ ସହାୟକ ଗୋଷ୍ଠୀକୁ ୪୨.୮ ଲକ୍ଷ ଟଙ୍କା ବିନା ସୁଧରେ ଋଣ ପ୍ରଦାନ କରାଯାଇଛି।୬୮୦ ପରିବାର ଙ୍କୁ ରାସନ୍ କାର୍ଡ ଯୋଗାଇ ଦିଆଯାଇଛି ଏବଂ ମମତା ଯୋଜନା ରେ ୨୫ ଜଣ ଗର୍ଭବତୀ ମହିଳାଙ୍କୁ ମମତା ସହାୟତା ରାଶି ପ୍ରଦାନ କରାଯାଇଛି। ବାଲିଖମାର ପଞ୍ଚାୟତ ପରିଆମୁଣ୍ଡା ଗାଁ ର ଋଷି ନାଗ ବିଜୁ ସ୍ବାସ୍ଥ୍ୟ କାର୍ଡ ର ଫାଇଦା ଉଠାଉଛନ୍ତି। ହରିଶ ଚନ୍ଦ୍ର ଯୋଜନାରେ ଅନେକ ଗୁଡ଼ିଏ ହିତାଧିକାରୀଙ୍କୁ ସରପଞ୍ଚ ସହାୟତା ରାଶି ପ୍ରଦାନ କରିଛନ୍ତି। ଦ୍ଵିତୀୟ ପର୍ଯ୍ୟାୟରେ କପାଣି ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ, ସରପଞ୍ଚ ଭୂମିସୂତା ଧରୁଆ, ସମିତି ସଭ୍ୟା ତୁଲସା ଧରୁଆ,ପିଇଓ ରୂପଧର ବାଗ, ଯୋଗାଣ ସହାୟିକା ନିୟନ୍ତିନୀ ବେହେରା, ଏମ୍ ବି କେ ଋକ୍ମଣୀ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ ମଞ୍ଚ ପରିଚାଳନା କରିଥିଲେ।କପାଣି ପଞ୍ଚାୟତ ରେ ହୋଇଥିବା ବିକାଶ ର କିଛି ଉଦାହରଣ ହେଉଛି ୮ ଟି ପ୍ରକଳ୍ପ ପାଇଁ ୫୦ ଲକ୍ଷ ଟଙ୍କା ର ଅନୁଦାନ ରାଶି ପ୍ରଦାନ କରାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ୧୩୬୫ ପରିବାର କୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ ୧୦୦ ହିତାଧିକାରୀ ଉପକୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ଗୋଟିଏ ପ୍ରକଳ୍ପ ପାଇଁ ୪ ଲକ୍ଷ ଟଙ୍କା ଓ କାଳିଆ ଯୋଜନାରେ ୮୮୮ ପରିବାର କୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ ୪୬୨ ଜଣ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଛି।୨୬ ଟି ମିଶନ ଶକ୍ତି ଗୋଷ୍ଠୀ ଙ୍କୁ ୬୬.୨୦ ଲକ୍ଷ ଟଙ୍କା ବିନା ସୁଧରେ ଋଣ ପ୍ରଦାନ କରାଯାଇଛି ଏବଂ ୧୩୬୫ ପରିବାର କୁ ରାସନ୍ କାର୍ଡ ଦିଆଯାଇଥିବା ବେଳେ ୬୩ ଜଣ ଗର୍ଭବତୀ ମହିଳାଙ୍କୁ ମମତା ସହାୟତା ରାଶି ପ୍ରଦାନ କରାଯାଇଛି। ଉକ୍ତ ପଞ୍ଚାୟତ ରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ କପାଣି ଗାଁ ର ରାସେଶ୍ୱରୀ ବେହେରା ଉପକୃତ ହୋଇଥିବା ବେଳେ କାଳିଆ ଯୋଜନାରେ କପାଣି ଗାଁ ର ମନ ଯୁଏଡ ଉପକୃତ ହୋଇଛନ୍ତି। କପାଣି ପଞ୍ଚାୟତ ର ନୃତ୍ୟ ପରିବେଷଣ କରି ଉତ୍ତୀର୍ଣ୍ଣ ହୋଇଥିବା ୪୫ ଜଣ ଛାତ୍ରୀଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା। ପରିଶେଷରେ ଦୁଇ ଟି ସ୍ଥାନରେ ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ ଧନ୍ୟବାଦ ଅର୍ପଣ କରି ସଭାସ୍ବାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like